ପାକିସ୍ତାନ ନାଗରିକଙ୍କ ଭିସା ବାତିଲ ପରେ ଅଡୁଆରେ ସୀମା ହାଇଦର
ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରି ଦେଶରେ ରହୁଥିବା ସମସ୍ତ ପାକିସ୍ତାନୀ ନାଗରିକଙ୍କ ଭିସା ବାତିଲ କରିଛନ୍ତି। ଏହା ସହିତ, ୪୮ ଘଣ୍ଟା ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି। … Read More
