ଅବୁ ମୁଶା ପହଲଗାଓଁ ଆକ୍ରମଣର ମାଷ୍ଟର ମାଇଣ୍ଡ !

ଶ୍ରୀନଗର : ଲସ୍କର-ଇ-ତୋଇବା କମାଣ୍ଡର ଅବୁ ମୁଶା ପହଲଗାଓଁ ଆକ୍ରମଣର ମାଷ୍ଟର ମାଇଣ୍ଡ ବୋଲି କୁହାଯାଇଛି। ଚଳିତମାସ ୧୮ରେ ପାକ୍‌ ଅଧିକୃତ କାଶ୍ମୀର (ପିଓକେ)ର ରାୱଲକୋଟ୍‌ରେ ଏକ ସଭାକୁ ସମ୍ବୋଧିତ କରିବା ଅବସରରେ ଅବୁ ଏହି ଆକ୍ରମଣ ସମ୍ପର୍କରେ ପ୍ରାକ୍‌ ସୂଚନା … Read More

ଲିଫ୍ଟରେ ଚାପିହୋଇ ରୋଗୀ ମୃତ

ଭଦ୍ରକ: ଲିଫ୍ଟରେ ଚାପିହୋଇ ଚାଲିଗଲା ରୋଗୀଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ। ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ ନରସିଂହପୁର ଗ୍ରାମର ମୀନତି ପରିଡା। ଶ୍ୱାସ ଓ ଥାଇରଏଡ଼ ସମସ୍ୟା ଥିବାରୁ ଗୁରୁବାର ସେ … Read More

ମହାନଦୀରେ ଗାଧୋଇବା ବେଳେ ଅଘଟଣ: ଦୁଇ ମୃତ, ଜଣେ ଉଦ୍ଧାର

କଟକ: ମହାନଦୀରେ ପୁଣି ଅଘଟଣ ଘଟିଛି। ଯୋବ୍ରା ଆନିକଟ ନିକଟରେ ଆଜି ଅପରାହ୍‌ଣରେ ୨ ଜଣ ବୁଡ଼ିଯାଇଛନ୍ତି। ଅନ୍ୟଜଣକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ମୃତକମାନେ ହେଲେ ସାଈ ବେହେରା ଓ ପିଙ୍କୁନ୍‌ ଜେନା। ସୂଚନା ଅନୁସାରେ କଟକର ମହାନଦୀର ଯୋବ୍ରା … Read More

ରାସନ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ: ଅରୁଣ କଲେ କଟାକ୍ଷ

ପୁରୀ: ପୁରୀର ତାଳବଣିଆଠାରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ୬ ଲକ୍ଷ ରାସନ କାର୍ଡ ବାଣ୍ଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାତ୍ମା ଗାନ୍ଧୀ କହୁଥିଲେ, ‘ଭାରତ ଗ୍ରାମରେ ବାସ କରେ’। ଏଥିରେ … Read More

ପ୍ରଶାନ୍ତ ଶତପଥୀଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ

ବାଲେଶ୍ୱର: ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶେଷ ଦର୍ଶନ କରିଛନ୍ତି । ଗୁରୁବାର ସକାଳେ ମୁଖ୍ୟମନ୍ତ୍ରୀ ବାଲେଶ୍ୱର ଇସାଣୀ ଗାଁରେ ପହଞ୍ଚି … Read More

‘ମୋ ଭିତରେ ଥିବା କ୍ରୋଧକୁ ମୁଁ ଶବ୍ଦରେ ବଖାଣି ପାରୁନାହିଁ’ – ଶାହାରୁଖ

ପହଲଗାମ: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସାରା ଦେଶରଲୋକଙ୍କୁ ମର୍ମାହତ କରିଛି। ଏପରି ପରିସ୍ଥିତିରେ ରାଜନେତାମାନଙ୍କ ଠାରୁ ଆରମ୍ଭ କରି କ୍ରିକେଟ ଓ କଳାକାରମାନେ ଇନଷ୍ଟାଗ୍ରାମରେ ପୋଷ୍ଟ ଜରିଆରେ ଆତଙ୍କବାଦୀଙ୍କ ଆକ୍ରମଣକୁ କଡ଼ା ନିନ୍ଦା କରିବା ସହିତ ଭାରତ ନିଶ୍ଚୟ … Read More

ପାକିସ୍ତାନ ବିରୋଧରେ ଭାରତର ବଡ଼ କାର୍ଯ୍ୟାନୁଷ୍ଠାନ, ସିନ୍ଧୁ ଜଳଚୁକ୍ତି ରଦ୍ଦ, ବନ୍ଦ ହେଲା ଅଟାରୀ ସୀମା

ନୂଆଦିଲ୍ଲୀ : ପହଲଗାମ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଅତି କଠୋର ପଦକ୍ଷେପ ଗ୍ରହଣ କରିଛି । ଦୁଇ ଦେଶ ମଧ୍ୟରେ ନେହେରୁ ସରକାରଙ୍କ ସମୟରେ ସ୍ବାକ୍ଷରିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରାଯାଇଛି । ଏହା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ … Read More

ଆରଆଇ, ଅମିନ ପରୀକ୍ଷା ଫଳ: ସବୁ ପରୀକ୍ଷାର୍ଥୀ ପ୍ରିଲିମ୍ ପାସ୍

ଭୁବନେଶ୍ୱର: ଆରଆଇ, ଅମିନ ପରୀକ୍ଷା ଫଳ ପ୍ରକାଶ ପାଇଛି। ସବୁ ପରୀକ୍ଷାର୍ଥୀ ପ୍ରିଲିମ୍ ପାସ୍ କରିଛନ୍ତି।ସମସ୍ତ ପରୀକ୍ଷାର୍ଥୀ ପାସ୍ କରିଥିବା ଓଏସଏସଏସସି ସୂଚନା ଦେଇଛି । ୨୦୨୪ ସେପ୍ଟେମ୍ୱର ୨୦ରୁ ଅକ୍ଟୋବର ୮ ତାରିଖ ପର୍ଯ୍ୟନ୍ତ ପ୍ରିଲିମ୍ ପରୀକ୍ଷା ହୋଇଥିଲା। ପ୍ରିଲିମନାରୀ … Read More

ବିଭିନ୍ନ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ

ଭୁବନେଶ୍ୱର: ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ ଶକ୍ତି ବିଭାଗ ଅଧିନସ୍ଥ ଓଡ଼ିଶା ଜଳ ବିଦ୍ୟୁତ ନିଗମ (ଓଏଚପିସି) ଏବଂ ଓଡ଼ିଶା ଶକ୍ତି ଉତ୍ପାଦନ … Read More

ଅଙ୍ଗନୱାଡି ସୁପର୍‌ଭାଇଜର୍‌ଙ୍କ ପାଇଁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ସ୍ନାତକ: କ୍ୟାବିନେଟ୍ ନିଷ୍ପତ୍ତି

ଭୁବନେଶ୍ବର: କ୍ୟାବିନେଟ୍‌ରେ ବୁଧବାର ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ ହୋଇଛି । ମହିଳା ଏବଂ ଶିଶୁ କଲ୍ୟାଣ ସେବାକୁ ଆଗକୁ ବଢାଇବା ପାଇଁ ଓଡ଼ିଶା ଶିଶୁ ଏବଂ ମହିଳା କଲ୍ୟାଣ ସେବା ନିୟମରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରାଯାଇଛି, ଯାହା ଦ୍ୱାରା … Read More