ଜଳୁଛି ସାରା ଓଡିଶା,ଆହୁରି ୩ ଦିନ କଲବଲ କରିବ ତାତି

ଭୁବନେଶ୍ବର: ସାରା ଓଡ଼ିଶା ଜଳୁଛି। ତାତିର ତାଉରେ ଓଡ଼ିଶାବାସୀ ସିଜୁଛନ୍ତି। ରାଜ୍ୟରେ ଅସମ୍ଭାଳ ତାତିକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ ଆହୁରି ୩ ଦିନ ଅସହ୍ୟ ଗରମ ଓ ଗୁଳୁଗୁଳି କଲବଲ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ … Read More

ପ୍ରତିଷ୍ଠା ହେବ ୫ ସ୍ଵତନ୍ତ୍ର ଫାଷ୍ଟଟ୍ରାକ ମହିଳା କୋର୍ଟ: ଆଇନ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ୫ଟି ସ୍ଵତନ୍ତ୍ର ଫାଷ୍ଟଟ୍ରାକ ମହିଳା କୋର୍ଟ ପ୍ରତିଷ୍ଠା ହେବ। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ହାଇକୋର୍ଟଙ୍କ ସହ ଆଲୋଚନା ଆରମ୍ଭ ହୋଇଛି। କୋର୍ଟ ପ୍ରତିଷ୍ଠା ଦିଗରେ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ମହିଳା କୋର୍ଟ ପ୍ରତିଷ୍ଠା ହେଲେ … Read More

୧୩ ବର୍ଷୀୟ ନାବାଳକ ପେଟରୁ ବାହାରିଲା ସାଇକେଲ ହାଣ୍ଡେଲର ପ୍ଲାଷ୍ଟିକ ମୁଠା

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଉତ୍କଳ ହସ୍ପିଟାଲରେ ଏକ ଜଟିଳ ଅସ୍ତ୍ରୋପଚାର ଜରିଆରେ ୧୩ ବର୍ଷୀୟ ନାବାଳକ ପେଟରୁ ବାହାରିଛି ସାଇକେଲ ହାଣ୍ଡେଲର ପ୍ଲାଷ୍ଟିକ ମୁଠା। ଅନୁଗୁଳ ଜିଲା ତାଳଚେର ଅଞ୍ଚଳର ଏହି ନାବାଳକ ଦୁର୍ଘଟଣାର ଶିକାର ହେବା ଫଳରେ ସାଇକେଲ ହାଣ୍ଡେଲ … Read More

ପ୍ରଥମ ପର୍ଯ୍ୟାୟରେ ୨୦ ନୂଆ ଏନଏସି ଗଠନ ହେବ

ଭୁବନେଶ୍ବର: ରାଜ୍ୟରେ ନୂଆ ଏନଏସି ଗଠନ ପାଇଁ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ୨୦ ଏନଏସି ପାଇଁ ଜିଲ୍ଲାରୁ ରିପୋର୍ଟ ଆସିଛି। ରିପୋର୍ଟ ମିଳିବା ପରେ ଏହାର ତର୍ଜମା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପଞ୍ଚାୟତିରାଜ ବିଭାଗକୁ ପଠାଯାଇଛି … Read More

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ କାଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ

ନୂଆଦିଲ୍ଲୀ: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଛ‌ାତିଥରା ଆତଙ୍କବାଦୀ ଆକ୍ରମଣ ପରେ, କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ଏକ ବଡ଼ ଖବର ଦେଇଛନ୍ତି। ଆକ୍ରମଣ ପରେ ଭୟରେ ଏକାଧିକ ପର୍ଯ୍ୟଟକ ଜମ୍ମୁ-କଶ୍ମୀର ଛାଡ଼ୁଥିବା ସେ … Read More

ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦାକଲା ଚାଇନା

ଶ୍ରୀନଗର,୨୩।୪: ପାକିସ୍ତାନ ପରେ ଏବେ ଜମ୍ମୁ କଶ୍ମୀରରେ ଆତଙ୍କବାଦୀ ଆକ୍ରମଣକୁ ନେଇ ଚାଇନାର ପ୍ରତିକ୍ରିୟା ଆସିଛି। ନୂଆଦିଲ୍ଲୀରେ ଚାଇନାର ରାଷ୍ଟ୍ରଦୂତ ଜୁ ଫେଇହୋଙ୍ଗ ଏକ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏକ ପୋଷ୍ଟରେ ଏହି ବର୍ବର Terror Attackକୁ ନିନ୍ଦା କରିଛନ୍ତି। ଚାଇନା … Read More

ଭାରତର ଚେତାବନୀ ପରେ ପାକ୍ ଥରହର, ଡାକିଲା ରୁଦ୍ଧଦ୍ଵାର ବୈଠକ

ନୂଆଦିଲ୍ଲୀ:  ପହଲଗାମ ଆକ୍ରମଣର ଦୃଢ଼ ଜବାବ ଦିଆଯିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଚେତାବନୀ ଦେବା ପରେ ପାକିସ୍ତାନ ଭୟଭୀତ ହୋଇପଡ଼ିଛି। ଭାରତର ପାଲଟା ଜବାବ ଆଶଙ୍କାରେ ପାକ୍‌ ପ୍ରତିରକ୍ଷା ମନ୍ତ୍ରୀ ବୁଧବାର … Read More

ପାକିସ୍ତାନ ସହ ଖେଳିବା ନେଇ ବିସିସିଆଇର ପ୍ରତିକ୍ରିୟା : ଆମ ସରକାର ଯାହା କହିବେ ଆମେ ସେଇଆ କରିବୁ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶବାସୀ ନ୍ୟାୟ ମାଗୁଛନ୍ତି। ଏହି ଛାତିଥରା ଆକ୍ରମଣର ଦାୟିତ୍ୱ ପାକିସ୍ତାନସ୍ଥିତ ଲସ୍କର-ଏ-ତୈବା (ଏଲ୍‌ଇଟି) ଆତଙ୍କବାଦୀ ଗୋଷ୍ଠୀର ଅଂଶ ‘ଦି ରେଜିଷ୍ଟାନ୍ସ ଫ୍ରଣ୍ଟ’ (ଟିଆରଏଫ୍) ନେଇଛି। ଏହି ଘଟଣାକୁ ନେଇ ସାରା ଦେଶରେ … Read More

ପହଲଗାମ ଘଟଣାରେ ଆମେ ସରକାରଙ୍କ ସହ ଅଛୁ – କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୩।୪: ଜମ୍ମୁ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଶାସକ ଏବଂ ବିରୋଧୀ ଦଳର ସମସ୍ତ ନେତା କଡ଼ା ସମାଲୋଚନା କରିଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ବୁଧବାର ଟୁଇଟରରେ ପୋଷ୍ଟ କରି କହିଛନ୍ତି ଯେ ନିର୍ଦ୍ଦୋଷ ପର୍ଯ୍ୟଟକଙ୍କ ହତ୍ୟା ଅତ୍ୟନ୍ତ … Read More

ପହଲଗାମ୍ ହମ୍‌ଲା: ୧୦ ଲକ୍ଷ ସହାୟତା ଘୋଷଣା, ୩ ଆତଙ୍କୀଙ୍କ ସ୍କେଚ୍‌ ଜାରି

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀର ପହଲଗାମ୍ ଆତଙ୍କୀ ହମଲା ଘଟଣା। ଜମ୍ମୁ କାଶ୍ମୀର ସରକାରଙ୍କ ପକ୍ଷରୁ ମୃତକଙ୍କ ସମ୍ପର୍କୀୟଙ୍କୁ ୧୦ ଲକ୍ଷର କ୍ଷତିପୂରଣ ସହାୟତା ଘୋଷଣା କରାଯାଇଛି।  ଏପରିକି ଆକ୍ରମଣକାରୀ ୩ ଆତଙ୍କୀଙ୍କ ସ୍କେଚ୍‌ ମଧ୍ୟ ଜାରି କରାଯାଇଛି। ୩ ଜଣ ଆତଙ୍କବାଦୀ ହେଲେ … Read More