ଇସ୍ରାଏଲରେ ନିଯୁକ୍ତି ପାଇଁ ନକଲି ସାକ୍ଷାତକାର, ୩ ଗିରଫ

ଭୁବନେଶ୍ୱର: ଇସ୍ରାଏଲରେ ନିଯୁକ୍ତି ଦେବା ପାଇଁ ଭୁବନେଶ୍ୱରର ଖାରବେଳ ଥାନା ଅନ୍ତର୍ଗତ ଏକ ହୋଟେଲରେ ନକଲି ସାକ୍ଷାତକାର କରିବା ଅଭିଯୋଗରେ କମିଶନରେଟ ପୋଲିସ ସୋମବାର ଦିନ ତିନି ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ବ୍ୟକ୍ତିମାନେ ବାବୁଲାହରି ଗୌଡା (୪୨), ମହେଶ … Read More

ହାସ୍ୟ ଅଭିନେତା ଅଜୟ ନାୟକଙ୍କ ପରଲୋକ

ଭୁବନେଶ୍ବର : ଟେଲିଭିଜନର ହାସ୍ୟ ଅଭିନେତା ଅଜୟ ନାୟକଙ୍କର ରବିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ସେ ଘରୋଇ ଓଟିଭି ଚାନେଲର ‘ଗ୍ରେଟ୍‌ ଓଡ଼ିଶା ପଲିଟିକାଲ ସର୍କସ’ ଶୋ’ରେ ଦୀର୍ଘ ବର୍ଷ ଧରି ହାସ୍ୟ ଅଭିନୟ କରୁଥିଲେ। ମିଳିଥିବା ସୂଚନା ଅନୁସାରେ … Read More

୮୮ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍‌

ନୂଆଦିଲ୍ଲୀ: ଖ୍ରୀଷ୍ଟିଆନମାନଙ୍କ ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍‌ଙ୍କ ଦେହାନ୍ତ ହୋଇଛି। ସେ ୮୮ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ବହୁତ ଦିନ ଧରି ସେ ଅସୁସ୍ଥ ଥିଲେ ବୋଲି ଜଣାପଡ଼ିଛି। କୁହାଯାଉଛି ଯେ,ତାଙ୍କର ଉଭୟ ଫୁସଫୁସରେ ନିମୋନିଆ ହୋଇଥିଲା, … Read More

ଭୁବନେଶ୍ୱରରେ ଡାଇରିଆ ଆତଙ୍କ; ୬ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଭୁବନେଶ୍ୱରରେ ପୁଣି ଥରେ ଡାଇରିଆ ଭଳି ଲକ୍ଷଣ ଦେଖାଯାଇଛି। ସୂଚନା ଅନୁଯାୟୀ, ଗାନ୍ଧୀ ବିଦ୍ୟାପୀଠ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛଅ ଜଣ ଛାତ୍ରଛାତ୍ରୀ ପ୍ରବଳ ବାନ୍ତି ଏବଂ ଝାଡା ନେଇ ଅଭିଯୋଗ କରିବା ପରେ ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି … Read More

ପୂର୍ବତନ ପୁଲିସ ଡିଜିଙ୍କୁ ହତ୍ୟା: ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭଲ ନଥିଲା ସଂପର୍କ

ବେଙ୍ଗାଲୁରୁ: କର୍ଣ୍ଣାଟକର ପୂର୍ବତନ ପୁଲିସ ମହାନିର୍ଦ୍ଦେଶକ ଓମ୍‌ପ୍ରକାଶଙ୍କ କ୍ଷତବିକ୍ଷତ ମୃତଦେହ ରବିବାର ବେଙ୍ଗାଲୁରୁ ଏଚ୍ଏସ୍ଆର୍ ଲେଆଉଟ୍‌ସ୍ଥିତ ବାସଭବନରୁ ମିଳିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଓମ୍‌ପ୍ରକାଶଙ୍କୁ ହତ୍ୟା କରାଯାଇଥିବାବେଳେ ପତ୍ନୀ ପଲ୍ଲବୀଙ୍କୁ ପୁଲିସ ଅଟକ ରଖିଛି। ପଲ୍ଲବୀ ଜଣେ ପୂର୍ବତନ ପୁଲିସ … Read More

ନବୀନ ନିବାସରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା

ଭୁବନେଶ୍ୱର : ନବୀନ ନିବାସରେ ବିଜେଡିର ବରିଷ୍ଠ ନେତା ।  ନବୀନ ପଟ୍ଟନାୟକ ନବମ ଥର ସଭାପତି ହେବା ପରେ ଭେଟିଛନ୍ତି ଦଳର ବରିଷ୍ଠ ନେତା ।  ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଦେବ, ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚୀ ନାୟକ, … Read More

ସମ୍ବଲପୁରରେ ଲୋକଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ଜନଶୁଣାଣି ପାଇଁ ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର। କାରଣ ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିବା ପାଇଁ କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ତାଙ୍କ ସହିତ ଥିଲେ ୧୦ ଜଣ ମନ୍ତ୍ରୀ ଓ ରାଜ୍ୟ ପ୍ରଶାସନର … Read More

ନାବାଳକକୁ ସାବାଳକ ସଜାଇ ଗିରଫ କଲା ପୋଲିସ, ଭୁଲ ଧରିଲେ ଆଇନସେବା ପ୍ରାଧିକରଣର ସଚିବ

ନୟାଗଡ : ନାବାଳକକୁ ପୋଲିସ ୧୯ ବର୍ଷ ଦର୍ଶାଇ କରିଛି ଗିରଫ ।  ଏଭଳି ପୋଲିସର ତ୍ରୁଟିକୁ ଧରିଛିନ୍ତି ଆଇନସେବା ପ୍ରାଧିକରଣର ସଚିବ ।  ଗତମାସ ୧୯ତାରିଖ ସନ୍ଧ୍ୟା ସମୟରେ ଇଟାମାଟି ପୋଲିସ ସଂଖେଇ, ନୋତାର ଓ ଖଇରପଟି ଅଞ୍ଚଳକୁ ପାଟ୍ରୋଲିଙ୍ଗ କରିବା … Read More

ଦିଲ୍ଲୀ ମେୟର ନିର୍ବାଚନରୁ ଦୂରେଇ ରହିବ ଆପ୍‌

ଦିଲ୍ଲୀ ମେୟର ନିର୍ବାଚନରୁ ଦୂରେଇ ରହିବ ଆମ ଆଦମୀ ପାର୍ଟି(ଆପ୍‌)। ଦଳ ନିର୍ବାନରେ ଅଂଶଗ୍ରହଣ କରିବ ନାହିଁ ବୋଲି ସୋମବାର ଘୋଷଣା କରିଛି। ଆପ୍‌ର ଏହି ଘୋଷଣା ପରେ ଦିଲ୍ଲୀ ମହାନଗର ନିଗମ(ଏମସିଡି)ର ନିୟନ୍ତ୍ରଣ ବିଜେପି କବଜାକୁ ଯିବା ସ୍ପଷ୍ଟ ହୋଇଛି। … Read More

ଏଣିକି ମୁହଁ ଆଧାରିତ ଉପସ୍ଥାନ ଦେବା ବାଧ୍ୟତାମୂଳକ, ମେଡିକାଲ କଲେଜକୁ ଏନ୍‌ଏମ୍‌ସିର ନୋଟିସ୍‌

ଭୁବନେଶ୍ୱର: ଏଣିକି ରାଜ୍ୟର ସମସ୍ତ ମେଡିକାଲ କଲେଜରେ ମୁହଁ ଆଧାରିତ ଉପସ୍ଥାନ ଦେବା ବାଧ୍ୟତାମୂଳକ। ଆଉ ବାୟୋମେଟ୍ରିକ୍‌ରେ ଟିପ୍‌ ଚିହ୍ନ ଦେଇ ଖସି ପାରିବେ ନାହିଁ କୌଣସି ଅଧ୍ୟାପକ। ମେଡିକାଲ କଲେଜରେ ଅଧ୍ୟାପକ ମୁହଁ ଆଧାରିତ ଉପସ୍ଥାନ ଦେବେ। ସରକାରୀ ହେଉ … Read More