ଦିଲ୍ଲୀରେ ଆୟୁଷ୍ମାନ ଭାରତ କାର୍ଯ୍ୟକାରୀ କରିବା ପାଇଁ ଆଠଟି କମିଟି ଗଠନ

ଦିଲ୍ଲୀରେ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ଯୋଜନା ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (AB-PMJAY) କାର୍ଯ୍ୟକାରୀ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନିଆଯାଇଛି । ଏ ନେଇ ଦିଲ୍ଲୀ ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଏହି ଯୋଜନାର … Read More

ହୁଣ୍ଡି ସିଫ୍ଟିଂ ପରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ : ଆଇନ ମନ୍ତ୍ରୀ

ଭୁବନେଶ୍ୱର : ହୁଣ୍ଡି ସିଫ୍ଟିଂ ହେବାର ଦୁଇ ଚାରି ଦିନ ଭିତରେ ହିଁ ଏହି ପ୍ରକ୍ରିୟା ଆରମ୍ଭ ହେବ ପରିଚାଳନା ସମିତିର ଚୁଡାନ୍ତ ରୂପ ଚଳିତ ମାସ ସୁଦ୍ଧା ଶେଷ ହେବ । ହୁଣ୍ଡିର ସିଫ୍ଟିଂ ପାଇଁ ପରିଚାଳନା ସମିତି ଓ ସରକାରଙ୍କ … Read More

ନବ ଦାସଙ୍କ ହତ୍ୟାକାଣ୍ଡର ପୁଣି ସିବିଆଇ ତଦନ୍ତ ଦାବି କଲେ ପୁଅ ବିଶାଳ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବିକୁ ପାଖାପାଖି ମାସେ ହୋଇଥିବାବେଳେ, ଏବେ ସୁଦ୍ଧା କୌଣସି ତଥ୍ୟ ସାମ୍ନାକୁ ଆସିନାହିଁ । ଯାହାକୁ ନେଇ ପୁଣି ଥରେ ସିବିଆଇ ତଦନ୍ତ ଦାବି ଦୋହରାଇଛନ୍ତି ନବ ଦାସଙ୍କ … Read More

କୁଳଭୂଷଣ ଯାଦବଙ୍କୁ ନେଇ ପାକିସ୍ତାନର ନୂଆ ଖେଳ, ଛଡ଼ାଇନେଲା ଅପିଲ କରିବାର ଅଧିକାର

ନୂଆଦିଲ୍ଲୀ: କୁଳଭୂଷଣ ଯାଦବଙ୍କୁ ନେଇ ପାକିସ୍ତାନର ନାଟକ ପୁଣି ଥରେ ସାମ୍ନାକୁ ଆସିଛି। ପାକିସ୍ତାନ ଯାଦବଙ୍କ ପରିବାରଠାରୁ ଆବେଦନ କରିବାର ଅଧିକାର ମଧ୍ୟ ଛଡ଼ାଇ ନେଇଛି। ଇସ୍ଲମାବାଦ ନିଜେ ପାକିସ୍ତାନ ସୁପ୍ରିମକୋର୍ଟରେ ଏହା ସ୍ୱୀକାର କରିଛି। ୨୦୧୯ ମସିହାରେ ଯାଦବଙ୍କ ସହ … Read More

ରତ୍ନଭଣ୍ଡାର ମରାମତି ହୋଇ ନ ଥିଲେ ଭୁଶୁଡ଼ି ପଡ଼ି ଥାଆନ୍ତା : ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର : ସ୍ନାନ ଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ସାରିବା ପାଇଁ ଚେଷ୍ଟା କରାଯାଉଛି । ମରାମତି ଚୂଡ଼ାନ୍ତ ସ୍ଥିତିକୁ ଆସିଲାଣି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମହାପ୍ରଭୁଙ୍କ ନୀତିକାନ୍ତି ବ୍ୟାଘାତ ନ କରି ମରାମତି କାମ … Read More

ନିଖୋଜ ନାବାଳକକୁ ଖୋଜିବାକୁ ଫାଣ୍ଡି ଘେରାଉ ସହ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ପିପିଲି: ଡେଲାଙ୍ଗ ରତନପୁର ଗାଁର ୧୧ ବର୍ଷିୟ ଆଶୀର୍ବାଦ ସାହୁ ନିଖୋଜ ହେବା ଘଟଣାକୁ ୬ ଦିନ ବିତି ଯାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ପୋଲିସର ହାତ ଖାଲି ରହିଛି । ଏବେ ଯାଏଁ ପତ୍ତା ଲାଗାଇପାରୁନି ପୋଲିସ । ସ୍ଥାନୀୟ … Read More

ଜମ୍ମୁ-କାଶ୍ମୀରରେ ପ୍ରକୃତିର ତାଣ୍ଡବଲୀଳା, ରାମବନ ଛାରଖାର

ଶ୍ରୀନଗର: ଜମ୍ମୁ-କାଶ୍ମୀରରେ ପ୍ରକୃତିର ତାଣ୍ଡବଲୀଳା ପରେ ଛାରଖାର ହୋଇଛି ରାମବନ । ବିପର୍ଯ୍ୟୟରେ ସବୁଠୁ ଅଧିକ ରାମବନରେ କ୍ଷୟକ୍ଷତି ହୋଇଥିବା ବେଳେ ଧୋଇ ଯାଇଛି ରାସ୍ତାଘାଟ । ବାଦଲଫଟା ବର୍ଷା ଏବଂ ତତ୍ ଜନିତ ଭୂସ୍ଖଳନ ଫଳରେ ଅନେକ ସ୍ଥାନରେ ଧସିଯାଇଛି … Read More

ରାଜଧାନୀରେ ଯୁବକଙ୍କୁ ଗୁଳି ଘଟଣାରେ ଟ୍ଵିଷ୍ଟ, ନିଜକୁ ନିଜେ ଗୁଳି ମାରିଥିଲା ଦୀପ୍ତି

ଭୁବନେଶ୍ୱର: ପ୍ରେମରେ ବିଫଳ ଯୁବକ ରଚିଲେ ହାଇଡ୍ରାମା । ପୋଲିସ୍ ଓ ପରିବାର ଲୋକେ ବି ଚକ୍କର ଖାଇଗଲେ । ସିନେମାର କାହାଣୀ ପରି ଥିଲା ଘଟଣା । ହେଲେ ପୋଲିସ କରି ଦେଲା ପର୍ଦ୍ଦାଫାସ୍ । ଘଟଣା ଶୁଣିଲେ ମୁଣ୍ଡ ଘୂରାଇ … Read More

ଅଲଗା ହେବେ ନାଗ ଦମ୍ପତି

ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ ନାଗ ଦମ୍ପତି । ଅଲଗା ହେବା ନେଇ ଏବେ କୋର୍ଟରେ ଛାଡପତ୍ର ପାଇଁ ଆବେଦନ କରିଛନ୍ତି ନାଗ ଦମ୍ପତି । ପତ୍ନୀ ଅର୍ଚ୍ଚନା ନାଗଙ୍କୁ ଛାଡପତ୍ର ଦେବା ପାଇଁ କୋର୍ଟରେ ଆବେଦନ କରିଛନ୍ତି ସ୍ବାମୀ ଜଗବନ୍ଧୁ ଚାନ୍ଦ … Read More

ନାବାଳିକା ସହ ଦୁଷ୍କର୍ମ ଅଭିଯୋଗ, କିଛି ଦୂରରେ ଫୋପାଡ଼ି ଦେଇ ଚାଲିଗଲେ ଦୁର୍ବୃତ୍ତ

ହିନ୍ଦୋଳ :  ହିନ୍ଦୋଳରେ ଲଜ୍ଜା । ଢ଼େଙ୍କାନାଳ ଜିଲ୍ଲା ହିନ୍ଦୋଳ ଥାନା ଅଞ୍ଚଳରେ ନାବାଳିକା ସହ ଦୁଷ୍କର୍ମ ଅଭିଯୋଗ ।  ଦୁର୍ବୃତ୍ତମାନେ ଦୁଷ୍କର୍ମ କରିବା ପରେ ଗାଁଠାରୁ କିଛି ଦୂରରେ ବରଡ଼ାପତ୍ର ଘୋଡ଼ାଇ ଫେରାର ହୋଇଯାଇଥିଲେ । ପରିବାର ଲୋକ ବହୁ ଖୋଜାଖୋଜି … Read More