କିନ୍ନର ବେଶରେ ପିଲା ଚୋରି କଲେ ପୁରୁଷ, ଚୋରଙ୍କୁ ଧରିଲା କିନ୍ନର ସଂଘ

ଯାଜପୁର : ମୟୁରଭଞ୍ଜରୁ ଚୋରି ହୋଇଥିବା ପିଲା ଯାଜପୁରରେ ଠାବ ।  ଅପହରଣ ହେବାର ତିନି ଦିନ ପରେ ଦୁଇ ପିଲା ଚୋରକୁ ଧରି ଥାନାରେ ପହଞ୍ଚିଲା କିନ୍ନର ସଂଘ । ଦୁଇ ଅଭିଯୁକ୍ତ କିନ୍ନର ବେଶରେ ପିଲାଚୋରି କରିଥିବା ଅଭିଯୋଗ ହୋଇଛି … Read More

ରାଜଧାନୀରେ ଫୁଟିଲା ଗୁଳି, ଯୁବକ ଆହତ

ଭୁବନେଶ୍ବର: ରାଜଧାନୀରେ ଫୁଟିଲା ଗୁଳି । ଏଥିରେ ଜଣେ ଯୁବକ ଆହତ ହୋଇଛନ୍ତି । ଆହତ ଯୁବକ ହେଲେ ଗୁଆପୁର ଗାଁର ଦୀପ୍ତିରଞ୍ଜନ ମହପାତ୍ର । ତାଙ୍କ ବାମ ହାତରେ ଗୁଳି ବାଜିଛି । ବାଲିପାଟଣା ଅଞ୍ଚଳରେ ଏହି ଗୁଳିକାଣ୍ଡ ଘଟିଛି … Read More

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ

ଭୁବନେଶ୍ୱର : ଆଜି ଲୋକସେବା ଭବନ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ । ଏହି ବୈଠକରେ ସ୍ପେନ … Read More

ପୋଷଣ ଅଭିଯାନକୁ ସଫଳ କରି ସୁସ୍ଥ ମାନବ ସମ୍ବଳ ତିଆରି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର ; ସମୃଦ୍ଧ ଓଡିଶା ଗଠନ ପାଇଁ ଓଡିଶାକୁ କୁପୋଷଣ ମୁକ୍ତ କରିବା ଆମର ପ୍ରାଥମିକତା । ଏଥିପାଇଁ ଅନେକ ଫଳପ୍ରଦ ଯୋଜନା କରାଯାଇଛି। ତେବେ ଏହାର ସଫଳତା ପାଇଁ ସାମୁହିକ ସଚେତନତା ଖୁବ୍ ଜରୁରୀ । ଆଜି ସ୍ଥାନୀୟ ମହିଳା … Read More

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସମ୍ବଲପୁର ଜିଲ୍ଲାର ମାନେଶ୍ୱରର ଅତିରିକ୍ତ ତହସିଲଦାର। ଚାଷ ଜମିର କିଷମ ପରିବର୍ତ୍ତନ କରିବାକୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ମାଡିବସିଲା। ଦୁର୍ନୀତି ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଓଡ଼ିଶା … Read More

ଦିଲ୍ଲୀରେ ଭୁଶୁଡ଼ି ପଡ଼ିଲା କୋଠା, ୧୧ ମୃତ

ନୂଆଦିଲ୍ଲୀ: ଦିଲ୍ଲୀର ମୁସ୍ତାଫାବାଦ ଅଞ୍ଚଳର ଶକ୍ତି ବିହାରରେ ଶନିବାର (୧୯ ଏପ୍ରିଲ) ପ୍ରତ୍ୟୁଷରେ ଏକ ଚାରି ମହଲା କୋଠା ଭୁଶୁଡ଼ି ପଡ଼ିଛି। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୨ ଜଣଙ୍କୁ ଭଗ୍ନାବଶେଷରୁ ଉଦ୍ଧାର କରାଯାଇଛି। କୋଠା ଭୁଶୁଡ଼ିବା … Read More

ଟ୍ୱିନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ

ଭୁବନେଶ୍ୱର: ଟ୍ୱିନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ। ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ୧୦୦୦ ହେକ୍ଟର ଜମିରେ ତିଆରି ହେବ ନୂଆ ଆଇଟି ପାର୍କ। ଆଇଟି ଶିଳ୍ପ ପାଇଁ ତିଆରି ହେବ ପ୍ଲଗ୍‌ ଆଣ୍ଡ ପ୍ଲେ ସୁବିଧା … Read More

ନକ୍ସଲମୁକ୍ତ ପଞ୍ଚାୟତକୁ କୋଟିଏ ଟଙ୍କାର ସହାୟତା ଦେବେ ସରକାର

ମାଲକାନଗିରି: ସୀମାନ୍ତ ଛତିଶଗଡ ସରକାର ନକ୍ସଲ ଅଭିଯାନରେ ନୂତନ ନିୟମ ପ୍ରଣୟନ କରିଛନ୍ତି। ଆତ୍ମସମର୍ପଣ କରୁଥିବା ନକ୍ସଲଙ୍କୁ ୫୦ ହଜାର ଟଂକା ଲେଖାଏଁ ଆର୍ଥିକ ସହାୟତା ସହ ଆବାସ ଗୃହ ଏବଂ ଆତ୍ମନିର୍ଭରଶୀଳ କରାଯିବ। ଏଥିସହ ଯେଉଁ ପଞ୍ଚାୟତ ନକ୍ସଲ ମୁକ୍ତ … Read More

ବେଆଇନ ସେବାଶ୍ରମ ଉପରେ ପୋଲିସର ଚଢ଼ାଉ

ଯାଜପୁର: ବେଆଇନ ବଳଦେବଜୀଉ ସେବାଶ୍ରମ ଉପରେ ପ୍ରଶାସନ ଓ ପୁଲିସ ଚଢ଼ାଉ କରିଛି। ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଅଳୁକୁଣ୍ଡରେ ବିନା ପଞ୍ଜିକରଣରେ ବେଆଇନ ଭାବେ ଚାଲିଥିବା ବଳଦେବଜୀୟୁ ସେବା ଆଶ୍ରମରୁ ପିଲାଙ୍କୁ ଉଦ୍ଧାର କଲା ଶିଶୁ ସୁରକ୍ଷା ବିଭାଗ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ … Read More

୨୪ରେ ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର। ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା। ଏକାସାଙ୍ଗରେ ଦୁଇଟି … Read More