ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଆସିଲେନି ହେଭିୱେଟ୍!
ଭୁବନେଶ୍ୱର: ନବମ ଥର ପାଇଁ ବିଜେଡି ସଭାପତି ହୋଇଛନ୍ତି ନବୀନ ପଟ୍ଟନାୟକ। ହେଲେ ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଅନୁପସ୍ଥିତ ଥିଲେ କିଛି ହେଭିୱେଟ ନେତା। ଏସବୁ ନେତାଙ୍କ ମଧ୍ୟରେ ଥିଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରଫୁଲ୍ଲ ମଲ୍ଲିକ। ସେହିପରି … Read More
