ଗୋଷ୍ଠୀ ସଙ୍ଘର୍ଷରୁ ବୋମା ମାଡ଼, ଘଟଣାସ୍ଥଳରେ ୭ ଗୁରୁତର
ଭଦ୍ରକ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମୁହାଁମୁହିଁ। ତିହିଡ଼ି ଥାନାର କାଁପଡ଼ା ଗାଁରେ ଗୋଷ୍ଠୀ ସଙ୍ଘର୍ଷକୁ ନେଇ ବୋମା ମାଡ଼। ବୋମା ମାଡ଼ରେ ଗୁରୁତର ହୋଇଛନ୍ତି ୭ ଜଣ। ଦୁଇ ରାଜନୈତିକ ଦଳ ବିବାଦରୁ ହାତ ତିଆରି ବୋମା … Read More
