ଆମେରିକା ଉତ୍ପାଦ ଉପରେ ୮୪% ଶୁଳ୍କ ଲଗାଇଲା ଚୀନ
ଆମେରିକା ଏବଂ ଚୀନ ମଧ୍ୟରେ ବାଣିଜ୍ୟ ଯୁଦ୍ଧ ତୀବ୍ର ହେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚୀନ ଉତ୍ପାଦ ଉପରେ ୧୦୪% ଶୁଳ୍କ ଲାଗୁ କରିବା ପରେ ବୁଧବାର ଚୀନ ଆମେରିକା ଉପରେ ପାଲଟା ୮୪% ପ୍ରତିଶତ ଶୁଳ୍କ ଲଗାଇଛି। … Read More
ଆମେରିକା ଏବଂ ଚୀନ ମଧ୍ୟରେ ବାଣିଜ୍ୟ ଯୁଦ୍ଧ ତୀବ୍ର ହେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚୀନ ଉତ୍ପାଦ ଉପରେ ୧୦୪% ଶୁଳ୍କ ଲାଗୁ କରିବା ପରେ ବୁଧବାର ଚୀନ ଆମେରିକା ଉପରେ ପାଲଟା ୮୪% ପ୍ରତିଶତ ଶୁଳ୍କ ଲଗାଇଛି। … Read More
ମୁମ୍ବଇ : ୨୦୦୮ ମୁମ୍ବଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହବ୍ବୁର ରାଣାକୁ ଖୁବଶୀଘ୍ର ଆମେରିକା ଭାରତକୁ ପ୍ରତ୍ୟର୍ପଣ କରିବ। ରାଣା ଭାରତକୁ ଆସିବା ପରେ ଏଠାରେ ତା’ ବିରୋଧରେ ବିଚାର ପ୍ରକ୍ରିୟା ଆରମ୍ଭ ହେବ। ତେବେ ରାଣାକୁ ଫାଶୀ ଦଣ୍ଡ ଦେବାକୁ … Read More
ଚୀନ ସହ ଘନିଷ୍ଠ ହୋଇ ଭାରତ ବିରୋଧୀ ମନ୍ତବ୍ୟ ଦେବା ବାଂଲାଦେଶକୁ ମହଙ୍ଗା ପଡ଼ିଛି। ନିକଟରେ ବାଂଲାଦେଶର ଅନ୍ତରୀଣ ସରକାର ମୁଖ୍ୟ ମହମ୍ମଦ ୟୁନୁସ ଚୀନ ଗସ୍ତରେ ଯାଇଥିବାବେଳେ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟିଥିଲେ। ସେଠାରେ ସେ ଭାରତର ପୂର୍ବାଞ୍ଚଳ … Read More
ଅମରାବତୀ,୯ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଶୁଳ୍କ ଘୋଷଣା ମଧ୍ୟରେ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍ ଚନ୍ଦ୍ରବାବୁ ନାଇଡୁ ରାଜ୍ୟର ମତ୍ସ୍ୟଜାତ ଦ୍ରବ୍ୟ ନିମନ୍ତେ ସହାୟତା ପାଇଁ କେନ୍ଦ୍ରକୁ ଚିଠି ଲେଖିଛନ୍ତି। ଚିଙ୍ଗୁଡ଼ି ଭଳି ଉତ୍ପାଦଗୁଡ଼ିକୁ ଅତିରିକ୍ତ ଶୁଳ୍କରୁ ମୁକ୍ତ କରିବା … Read More
ନୂଆଦିଲ୍ଲୀ,୯।୪: ଦିଲ୍ଲୀରୁ ବ୍ୟାଙ୍ଗକକ୍ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନରେ ଜଣେ ଭାରତୀୟ ମଦ୍ୟପ ଅବସ୍ଥାରେ ସହଯାତ୍ରୀଙ୍କ ଉପରେ ପରିଶ୍ରା କରିଦେଇଥିବା ଜଣାପଡିଛି। ଏୟାର ଇଣ୍ଡିଆ ପକ୍ଷରୁ ଏକ ସ୍ପଷ୍ଟୀକରଣ ଜାରି କରି ଏହି ଘଟଣାକୁ ନିଶ୍ଚିତ କରାଯାଇଥିଲେ ମଧ୍ୟ … Read More
ନୂଆଦିଲ୍ଲୀ,୯।୪: ବୁଧବାର ବିହାରର ଗୟାରେ କେନ୍ଦ୍ରମନ୍ତ୍ରୀ ଜିତନ ରାମ ମାଞ୍ଝିଙ୍କ ନାତୁଣୀଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଛନ୍ତି। ଏହି ଘଟଣା ଘଟିଥିଲା ଯେତେବେଳେ ପୀଡିତା ସୁଷମା ଦେବୀ, ତାଙ୍କ ପିଲାମାନେ ଏବଂ ଭଉଣୀ ପୁନମ କୁମାରୀ ଅଟ୍ରି ବ୍ଲକ ଅନ୍ତର୍ଗତ … Read More
କୈଥଲ: ପଞ୍ଜାବ ସୀମାବର୍ତ୍ତୀ ହରିୟାଣାର କୈଥଲ ଜିଲ୍ଲାର ଅଜିମଗଡ ପୁଲିସ ଫାଣ୍ଡି ଉପରେ ବାବର ଖାଲସା ଗୋଷ୍ଠୀ ଗ୍ରେନେଡ ଫିଙ୍ଗି ଆକ୍ରମଣ କରିଛି। ଏହି ବିସ୍ଫୋରଣ ରବିବାର ସକାଳେ ଘଟିଥିଲା। କିନ୍ତୁ ପ୍ରାରମ୍ଭରେ ପୁଲିସ ଏହି ମାମଲାରେ କୌଣସି ଠୋସ୍ ପ୍ରମାଣ … Read More
ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ କହିଛନ୍ତି ଯେ, ସେ ଶୁଳ୍କ ବୃଦ୍ଧି କରିବା ପରେ ଅନେକ ଦେଶ ତାଙ୍କୁ ପ୍ରଶଂସା କରୁଛନ୍ତି। ଟ୍ରମ୍ପ୍ କହିଛନ୍ତି, ଆମେରିକାର ଶୁଳ୍କ ଦ୍ୱାରା ପ୍ରଭାବିତ ଦେଶମାନେ ତାଙ୍କୁ ଡାକିଛନ୍ତି ଏବଂ ଏହା ଉପରେ ଏକ … Read More
ଅହମ୍ମଦାବାଦ : ବିଜେପି ପ୍ରାୟତଃ କଂଗ୍ରେସକୁ ‘ହିନ୍ଦୁ ବିରୋଧୀ’ ଭାବରେ ଚିତ୍ରଣ କରିବାକୁ ଚେଷ୍ଟା କରେ। ବିଜେପି ରାହୁଲ ଗାନ୍ଧିଙ୍କ ଧର୍ମ ଉପରେ ବି ପ୍ରଶ୍ନ ଉଠାଯାଉଛି। କିନ୍ତୁ ଏବେ ରାହୁଲ ଗାନ୍ଧି ନିଜେ ତାଙ୍କ ଧର୍ମ ପ୍ରକାଶ କରିଛନ୍ତି। ବିଜେପି … Read More
ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସମବାୟ ଦୁଗ୍ଧ ଉତ୍ପାଦକ ମହାସଂଘ ଲିମିଟେଡ୍ (ଓମ୍ଫେଡ୍) ଚକ୍ଲେଟ୍ ବଜାରରେ ପ୍ରବେଶ କରିବ। ଆଗାମୀ ଦିନରେ ଚକ୍ଲେଟ୍ ବିକ୍ରି କରିବ। ଓମ୍ଫେଡ୍ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତ କୁଲାଙ୍ଗେ ବୁଧବାର ଏ ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। … Read More