ସୃଷ୍ଟି ହେଲା ଲଘୁଚାପ: ୧୧ ତାରିଖ ଯାଏଁ ବର୍ଷିବ
ଭୁବନେଶ୍ବର: ତାତିରୁ ମିଳିବ ଆଶ୍ବସ୍ତି । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ବଙ୍ଗୋପସାଜରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବବା ବେଳେ ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବା ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭାରତୀୟ … Read More
