ଖୋର୍ଦ୍ଧା ସଢେଇଗଡ଼ ଗାଁରେ ବୋମା ବିସ୍ଫୋରଣ, ୧ ମୃତ ୧ ଗୁରୁତର
ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲାର ଏକ ଗାଁରେ ଗତକାଲି ରାତିରେ ବୋମା ବିସ୍ଫୋରଣ ହୋଇଛି । ଫଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ହୋଇପଡ଼ିଛନ୍ତି । ଆହତ ବ୍ୟକ୍ତି ଜଣକ ଡାକ୍ତରଖାନାରେ ଜୀବନ ସହିତ ସଂଘର୍ଷ କରୁଛନ୍ତି … Read More
