ପିପିଏଫ ଆକାଉଣ୍ଟ ନୋମିନି ପରିବର୍ତ୍ତନ ହେଲା ଦେୟମୁକ୍ତ
ନୂଆଦିଲ୍ଲୀ: ଏଣିକି ଆଉ ପିପିଏଫ ଆକାଉଣ୍ଟ ନୋମିନି ପରିବର୍ତ୍ତନ ପାଇଁ ଚାର୍ଜ ଦେବାକୁ ପଡିବ ନାହିଁ । ଆର୍ଥିକ ସଂସ୍ଥାଗୁଡ଼ିକ ଏନେଇ ଯେଉଁ ଚାର୍ଜ ଲଗାଉଥିଲେ, ତାହା ଏବେ ଆଉ ଲଗାଯିବ ନାହିଁ । ଏଣିକି ଦେୟମୁକ୍ତ ହେବ ପିପିଏଫ ଆକାଉଣ୍ଟ … Read More
