ପାତ୍ର ପଡ଼ାରେ ବୁଲିଲା ଖଣ୍ଡା, ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ଭୁବନେଶ୍ୱର : ପୁଣି ରାଜଧାନୀରେ ବୁଲିଲା ଖଣ୍ଡା । ପାତ୍ରପଡ଼ାରେ ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଚାରି ଛକ ନିକଟରେ ୨ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ । ଗୁରୁତର ଦୁଇ ଯୁବକ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ପୂର୍ବ ଶତ୍ରୁତାରୁ ହଣାକଟା … Read More
