ନକ୍ସଲବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ଜିଲ୍ଲା ସଂଖ୍ୟା ୬କୁ ହ୍ରାସ ପାଇଛି: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ନକ୍ସଲ ମୁକ୍ତ ଭାରତ ଗଠନ ଦିଗରେ ଏକ ବିଶାଳ ପଦକ୍ଷେପ ଗ୍ରହଣ କରି ଆମ ଦେଶ ବାମପନ୍ଥୀ ଉଗ୍ରବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ହୋଇଥିବା ଜିଲ୍ଲା ସଂଖ୍ୟା … Read More

କାଲିଠୁ ଯୁକ୍ତ ଦୁଇ ଖାତାଦେଖା, ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୧ା୪: ଆସନ୍ତାକାଲି ଅର୍ଥାତ୍‌ ବୁଧବାରଠାରୁ +୨ ଖାତାଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା … Read More

ରାଉରକେଲାରେ ସେକ୍ସ ରାକେଟ୍ ଠାବ: ୫ ମହିଳା ଉଦ୍ଧାର, ୫ ଦଲାଲ ଅଟକ

ରାଉରକେଲା: ସ୍ଥାନୀୟ ଜଗଦା ଅଞ୍ଚଳରେ ଏକ ବଡ଼ଧରଣର ସେକ୍ସ ରାକେଟ୍ ଠାବ କରିବାରେ ପୁଲିସ ସଫଳ ହୋଇଛି। ସେକ୍ସ ରାକେଟ ଚଳାଇବା ଅଭିଯୋଗରେ ଜଣେ ମହିଳାଙ୍କ ସମେତ ୫ ଜଣ ଦଲାଲଙ୍କୁ ପୁଲିସ ଅଟକ ରଖିଛି। ଏହା ସହ ୫ ଜଣ … Read More

ପ୍ରବଚନ ଦେବାବେଳେ ଟଳିପଡ଼ିଲେ ପ୍ରବଚକ

ଭଦ୍ରକ : : ଶ୍ରୀରାମ ନବମୀ ଉପଲକ୍ଷେ ନବରାତ୍ର ପାରାୟଣ ଚାଲିଥିଲା। ଏହି ଉପଲକ୍ଷେ ରାମଚରିତ ମାନସ ଉପରେ ପ୍ରବଚନ ଦେଉଥିବା ପ୍ରବଚକ ହଠାତ ଟଳିପଡିଥିଲେ। ସଂଜ୍ଞାହୀନ ଅବସ୍ଥାରେ ତାଙ୍କୁ ଭଦ୍ରକ ମେଡିକାଲ ନିଆଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା … Read More

ଛତ୍ରପୁରରେ ୯୦ ତମ ପୁଲିସ ପ୍ରତିଷ୍ଠା ଦିବସ ପାଳିତ, ଉଲେଖନୀୟ କାର୍ଯ୍ୟ ପାଇଁ ୫ ପୁରସ୍କୃତ

ଛତ୍ରପୁର : ଛତ୍ରପୁର ପୁଲିସ ପଡିଆ ଠାରେ ୯୦ ତମ ପୁଲିସ ପ୍ରତିଷ୍ଠା ଦିବସ ପାଳନ ହୋଇଛି । ଗଞ୍ଜାମ ପୁଲିସ ଜିଲା ଏସପି ଶୁଭେନ୍ଦୁ ପାତ୍ର ମୁଖ୍ୟ ଅତିଥି ରୂପେ ଯୋଗଦେଇ କହିଥିଲେ ଯେ ଆଜିର ଦିବସ ଓଡିଶା ପୁଲିସ … Read More

ସୀମାନ୍ତ କୋଟିଆ ପଞ୍ଚାୟତ ସମୁଖରେ ପାଳନହେଲା ଓଡ଼ିଶା ଦିବସ

ପଟ୍ଟାଙ୍ଗି,୧।୪  : ଗତ କିଛିଦିନ ହେଲା କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତରେ ଆନ୍ଧ୍ର ଅନୁପ୍ରବେଶକୁ ନେଇ ଚର୍ଚ୍ଚା ଲାଗି ରହିଛି। ଏହାକୁ ନେଇ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁପଞ୍ଚାୟତ ସଦର ମହକୁମାରେ ଓଡ଼ିଶା ଦିବସ … Read More

ଓଡ଼ିଆ ପକ୍ଷ ଓଡ଼ିଆଙ୍କ ପାଇଁ ସ୍ୱାଭିମାନ, ସଂସ୍କୃତି, ପରମ୍ପରା ଓ ଅସ୍ମିତାକୁ ନେଇ ପ୍ରେରଣାର ସମୟ ହେଉ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଡ଼ିଆ ପକ୍ଷ ପାଳନ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି, ୧ ଏପ୍ରିଲ୍ ‘ଓଡ଼ିଶା ଦିବସ’ ଠାରୁ ୧୪ ଏପ୍ରିଲ୍ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ଏହି ୧୪ ଦିନ ଆମେ … Read More

କଟକରେ ବଡଧରଣର ଅଗ୍ନିକାଣ୍ଡ: ସୁଟ୍‌କେସ୍‌ ସୋ’ରୁମ ସହ କପଡ଼ା ଗୋଦାମରେ ଲାଗିଲା ନିଆଁ

କଟକ: କଟକ ଦୋଳମୁଣ୍ଡାଇ ଭିଆଇପି ସୋ ରୁମରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସର୍ଟ ସର୍କିଟ ଯୋଗୁ ଘଟିଛି ଏହି ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା କୁହାଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଏକ ଘଣ୍ଟା ପରିଶ୍ରମ ପରେ ନିଆଁକୁ ସମ୍ପୂର୍ଣ୍ଣ … Read More

ତାତି ନ ଥମୁଣୁ ପୁଣି କିଟ୍‌ ଛାତ୍ରଙ୍କ ମୃତ୍ୟୁ, ସନ୍ଦେହଜନକ ଭାବେ ମିଳିଲା ମୃତଦେହ

ଭୁବନେଶ୍ୱର,୧।୩: କିଟ୍‌ ତାତି ନ ଥମୁଣୁ ପୁଣି ଆଉ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସନ୍ଦେହଜନକ ପରିସ୍ଥିତିରେ ପୁଣି ଜଣେ ଛାତ୍ରଙ୍କ ମୃତଦେହ ଜବତ ହୋଇଛି। ମଞ୍ଚେଶ୍ବର ଥାନା ଅଞ୍ଚଳର ଏକ ନିର୍ମାଣାଧୀନ କୋଠା ତଳୁ ଛାତ୍ରଙ୍କ ମୃତଦେହ ଜବତ ହୋଇଥିବା … Read More

ଦୁଇ ସପ୍ତାହ ଭିତରେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର: ଆଗାମୀ ଦୁଇ ସପ୍ତାହ ଭିତରେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଏନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଲାଗୁ ହେଲେ ଓଡ଼ିଶାର ୩ କୋଟି … Read More