ଭାରତ ଆସିବାକୁ ସୁନୀତାଙ୍କ ଇଚ୍ଛା: ହିମାଳୟର ପାଦଦେଶ ବୁଲିବା ସହ ଇସ୍ରୋ ଆସିବାକୁ ଆଗ୍ରହୀ

ୱାସିଂଟନ ଡିସି: ଭାରତ ଆସିବେ ଭାରତୀୟ ବଂଶୋଦ୍ଭବ ସୁନୀତା । ନିଜ ବାପଘରକୁ ଫେରିବେ ମହାକାଶଚାରୀ ସୁନୀତା ୱିଲିୟମ୍ସ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ନିଜ ଇଚ୍ଛା ଏବଂ ଭାରତ ଆସିବାର ଆଗ୍ରହକୁ ପ୍ରକାଶ କରିଛନ୍ତି ସୁନୀତା । ଭାରତର … Read More

ମହଙ୍ଗା ହେଲା ୯୦୦ରୁ ଅଧିକ ଅତ୍ୟାବଶ୍ୟକୀୟ ଔଷଧର ମୂଲ୍ୟ

ନୂଆଦିଲ୍ଲୀ,୧।୪: ଆଜିଠାରୁ, ଅର୍ଥାତ ୧ ଏପ୍ରିଲରୁ ଦେଶରେ ୨୦୨୫-୨୬ ଆର୍ଥିକ ବର୍ଷ ଆରମ୍ଭ ହୋଇଛି ଏବଂ ୯୦୦ ଅତ୍ୟାବଶ୍ୟକ ଔଷଧର ମୂଲ୍ୟ ବୃଦ୍ଧି ମଧ୍ୟ ନୂତନ ଆର୍ଥିକ ବର୍ଷର ପ୍ରଥମ ଦିନ ଅର୍ଥାତ ମଙ୍ଗଳବାର (୧ ଏପ୍ରିଲ, ୨୦୨୫) ଠାରୁ କାର୍ଯ୍ୟକାରୀ … Read More

ଦେଶବ୍ୟାପୀ ୪୧ ଟଙ୍କା କମିଲା କମର୍ସିଆଲ ଗ୍ୟାସ ଦର

ନୂଆଦିଲ୍ଲୀ : ଆଜିଠାରୁ ଦେଶବ୍ୟାପୀ କମର୍ସିଆଲ ଗ୍ୟାସ ଦର କମିଛି। ୧୯କେଜି କମର୍ସିଆଲ ଗ୍ୟାସ ଦର ୪୧ଟଙ୍କା କମିଥିବା ଜଣାପଡ଼ିଛି। କମର୍ସିଆଲ ଗ୍ୟାସ ଦର ଦିଲ୍ଲୀରେ ୪୧ଟଙ୍କା କମିଛି। ଦିଲ୍ଲୀରେ ଆଜିଠାରୁ ନୂତନ ଗ୍ୟାସ ଦର୧୭୬୨ ଟଙ୍କା ଲାଗୁ କରାଯାଇଛି।

ଓଡ଼ିଶା ଦିବସ ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ ସମୃଦ୍ଧ, ସାଂସ୍କୃତିକ ଐତିହ୍ୟ ଏବଂ ଅବଦାନକୁ ମନେପକାଇବାର ଦିନ। ଓଡ଼ିଶାବାସୀ ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି। ଭାରତୀୟ … Read More

ଭାରତକୁ ନୂଆ ଝଟକା ଦେବାକୁ ପ୍ରସ୍ତୁତ ହେଉଛନ୍ତି ଟ୍ରମ୍ପ, କୃଷି ଉତ୍ପାଦନ ଉପରେ ୧୦୦ ପ୍ରତିଶତ ଶୁଳ୍କ ଧମକ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ଷମତା ଗ୍ରହଣ କରିବା ମାତ୍ରେ ସାରା ବିଶ୍ୱରେ ଏକ ଶୁଳ୍କ ଯୁଦ୍ଧ ଆରମ୍ଭ କରିଦେଇଛନ୍ତି। ଟ୍ରମ୍ପ ଚାଇନା, କାନାଡା ଏବଂ ଭାରତ ସମେତ ଅନେକ ଦେଶ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି। … Read More

ବାଣ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ: ସ୍ଲାବ୍ ଭୁଶୁଡ଼ି ପଡ଼ିବାରୁ ୧୩ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧।୪: ମଙ୍ଗଳବାର ଗୁଜରାଟର ବନାସକାଣ୍ଠା ଜିଲାରେ ଏକ ବାଣ କାରଖାନାରେ ଅଗ୍ନିକାଣ୍ଡ ଘଟି ୧୩ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ଅନ୍ୟ ଚାରି ଜଣ ଆହତ ହୋଇଛନ୍ତି। ଅଧିକାରୀମାନେ କହିଛନ୍ତି ଯେ ଅଗ୍ନିକାଣ୍ଡ ପରେ ଅନେକ ବିସ୍ଫୋରଣ ହୋଇଥିଲା। ଏହି … Read More

ଦିଲ୍ଲୀ ସରକାର ପାଳିବେ ଓଡ଼ିଶା ପର୍ବ: ଉତ୍କଳ ଦିବସରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା

ନୂଆଦିଲ୍ଲୀ: ଦିଲ୍ଲୀରେ ପାଳନ ହେବ ଓଡ଼ିଶା ପର୍ବ । ଆଗାମୀ ଦିନରେ ଧୂମଧାମରେ ପାଳନ ହେବ ଓଡ଼ିଶା ପର୍ବ । ରାଜଧାନୀର ଛାତି ଉପରେ ଦିଲ୍ଲୀ ସରକାର ପାଳିବେ ଓଡ଼ିଶା ପର୍ବ । ଉତ୍କଳ ଦିବସରେ ଏନେଇ ବଡ଼ ଘୋଷଣା କରିଛନ୍ତି … Read More

ଉତ୍ତରାଖଣ୍ଡର ୧୧ଟି ସ୍ଥାନର ନାମ ପରିବର୍ତ୍ତନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଧାମୀ

ନୂଆଦିଲ୍ଳୀ : ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ପାହାଡ଼ି ରାଜ୍ୟଗୁଡ଼ିକର ହରିଦ୍ୱାର, ଡେରାଡୁନ, ନୈନିତାଲ ଏବଂ ଉଧମ ସିଂହ ନଗର ଜିଲ୍ଲାର ୧୧ଟି ସ୍ଥାନର ନାମ ପରିବର୍ତ୍ତନ ଘୋଷଣା କରିଛନ୍ତି। ଯାହାପରେ ବିରୋଧୀ ଦଳଗୁଡ଼ିକ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି … Read More

ଭିସୁଟ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲାରେ ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର : ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ମାମଲାରେ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ’ଙ୍କୁ ଗିରଫ କରିଛି ବୁର୍ଲା ପୁଲିସ। ହାଇକୋର୍ଟଙ୍କ ନିର୍ଦେଶକ୍ରମେ ପୁଲିସ ଏହି ପଦକ୍ଷେପ ନେଇଛି। ପୁରୁଷ ବନ୍ଧୁଙ୍କୁ ଗିରଫ କରିବା ଦାବିରେ ଚିନ୍ମୟୀଙ୍କ ପରିବାର … Read More

କଟରାରୁ ଜମ୍ମୁ କଶ୍ମୀରକୁ ଚାଲିବ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ

କଟରାରୁ ଜମ୍ମୁ କଶ୍ମୀର ଯିବା ହେବ ସହଜ । କମ୍ ସମୟରେ କଶ୍ମୀରରେ ପହଞ୍ଚିପାରିବେ ଯାତ୍ରୀ । ପ୍ରଥମେ ୧୯ ଏପ୍ରଲରୁ କଟରାରୁ କାଶ୍ମୀରକୁ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ । ଏକ୍ସପ୍ରେସର ଶୁଭାରମ୍ଭ କରିବେ ମୋଦି । ୨୭୨କିଲୋମିଟର ପର୍ଯ୍ୟନ୍ତ … Read More