ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁତିନଙ୍କ କାର୍‌ ବିସ୍ଫୋରଣ, ଜେଲେଁସ୍କି ଦେଇଥିଲେ ଧମକ

ମସ୍କୋ : ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁତିନଙ୍କୁ ହତ୍ୟା କରିବାକୁ ପୁଣି ଉଦ୍ୟମ ହୋଇଛି। ମସ୍କୋ ରାସ୍ତାରେ ରୁଷିଆର ପ୍ରମୁଖ ଗୁଇନ୍ଦା ଏଜେନ୍ସି ଏଫଏସବି ମୁଖ୍ୟାଳୟ ନିକଟରେ ପୁତିନ ବ୍ୟବହାର କରୁଥିବା ଅତ୍ୟନ୍ତ ନାମୀଦାମୀ ଅରସ୍ ସେନତ୍ ଲିମୋସିନ୍ କାର୍‌ରେ ଭୀଷଣ … Read More

ସରିଲା ଟ୍ରାକ ମରାମତି, ଚୌଦ୍ବାର ନିର୍ଗୁଣ୍ଡିରେ ସ୍ୱାଭାବିକ ହେଲା ଟ୍ରେନ ଚଳାଚଳ

ଚୌଦ୍ବାର : ସରିଲା ଟ୍ରାକ ମରାମତି।  ଡାଉନ ଟ୍ରାକରେ ଗଡ଼ିଲା ଟ୍ରେନ୍ ।  ଚୌଦ୍ବାର ନିର୍ଗୁଣ୍ଡି ନିକଟରେ ସକାଳ ୭ଟା ୧୫ ସୁଦ୍ଧା ସରିଲା ଟ୍ରାକ ମରାମତି କାମ । ମରାମତି ପାଇଁ ୧୨ ଘଣ୍ଟା ରୁ ଅଧିକ ସମୟ ଲାଗିଥିଲା। ସାରା … Read More

ଜାଲ୍ ଜାତି ପ୍ରମାଣପତ୍ର ଦେଇ ମନ୍ତ୍ରୀ ହୋଇଛନ୍ତି ମୁକେଶ ମହାଲିଙ୍ଗ: କଂଗ୍ରେସ

ଭୁବନେଶ୍ଵର: ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଛି କଂଗ୍ରେସ। ଜାଲ୍‌ ଜାତି ପ୍ରମାଣପତ୍ର ଦେଇ ପାଠପଢିବାସହ ସରକାରୀ ଚାକିରି, ବିଧାୟକ ପଦ ଓ ଏବେ ମନ୍ତ୍ରୀ ପଦ ହାତେଇଥିବା ଅଭିଯୋଗ ଆଣିଛନ୍ତି କଂଗ୍ରେସ ନେତା ଅଭିଷେକ ମହାନନ୍ଦ। ଜାଲ … Read More

ମୋଦୀଙ୍କ ଉତ୍ତରାଧିକାରୀ ମହାରାଷ୍ଟ୍ରରୁ ଆସିବେ : ସଂଜୟ ରାଉତ

ମୁମ୍ବାଇ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାଗପୁର ଗସ୍ତ ଉପରେ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତଙ୍କ ବୟାନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ରବିବାର ନାଗପୁର ଯାଇ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ମୁଖ୍ୟ … Read More

ଆଜିଠାରୁ ୭ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ତାତିରେ ଲାଗିବ ବ୍ରେକ୍ । କାଳବୈଶାଖୀ ବର୍ଷା ଆଣିବ ଆଶ୍ବସ୍ତି । ଆଜି ଠାରୁ ପୂରା ୬ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ହେବ। ଆଜି ଘଡ଼ଘଡ଼ି ବର୍ଷା … Read More

୧୫-୨୦ ଦିନ ଭିତରେ ନୂଆ ଅବକାରୀ ନୀତି: ଅବକାରୀ ମନ୍ତ୍ରୀ

ଭୁବନେଶ୍ଵର: ୧୫ରୁ ୨୦ ଦିନ ଭିତରେ ନୂଆ ଅବକାରୀ ନୀତି ଆସିବ। ନୂଆ ଅବକାରୀ ନୀତି ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଯେଉଁଥିପାଇଁ ମାସେ ପୁରୁଣା ଅବକାରୀ ନୀତି ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ନୂଆ ଅବକାରୀ ନୀତି … Read More

ରାଜ୍ୟରେ ପ୍ରତିଷ୍ଠା ହେବ ୯ ଟି ନୂତନ ମେଡିକାଲ କଲେଜ

ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ନିମନ୍ତେ ରାଜ୍ୟରେ ଗଠନ ହେବ ୯ ଟି ନୂତନ ମେଡିକାଲ କଲେଜ । ନୂତନ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଅନୁମତି ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ … Read More

କୁମ୍ଭ ଭାଇରଲ ଗାର୍ଲ ମୋନାଲିସାକୁ ଫିଲ୍ମ ଅଫର ଦେଇଥିବା ନିର୍ମାତା ଦୁଷ୍କର୍ମ ଅଭିଯୋଗରେ ଗିରଫ

କୁମ୍ଭମେଳା ସମୟରେ ଭାଇରାଲ ହୋଇଥିବା ମୋନାଲିସାଙ୍କୁ ତାଙ୍କ ଫିଲ୍ମରେ ଅଭିନୟ ପାଇଁ ଅଫର ଦେଇଥିବା ନିର୍ଦ୍ଦେଶକ ସନୋଜ ମିଶ୍ରଙ୍କୁ ଏକ ଦୁଷ୍କର୍ମ ମାମଲାରେ ଗିରଫ କରାଯାଇଛି। ଦିଲ୍ଲୀ ହାଇକୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରିବା ପରେ ଏହି ଗିରଫଦାରୀ ହୋଇଛି। … Read More

ରାଜାଚକ୍ରଙ୍କର ୧୪ଟି ଟିପର ଓ ଗୋଟିଏ ଜେସିବିକୁ କୋରାପୁଟରୁ ଜବତ କଲା ଇଓଡବ୍ଲ୍ୟୁ

କୋରାପୁଟ/କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଆଣ୍ଡ୍ ଟ୍ରାନ୍ସପୋର୍ଟିଂ କୋ-ଅପରେଟିଭ ସୋସାଇଟି ଲିମିଟେଡରେ ବହୁ କୋଟି ଟଙ୍କାର ଆର୍ଥିକ ହେରଫେର ମାମଲାରେ ଗିରଫ ବିଜେଡି ନେତା ସୌମ୍ୟଶଙ୍କର ଚକ୍ର ଓରଫ ରାଜାଙ୍କର ବ୍ୟାବସାୟିକ ସାମ୍ରାଜ୍ୟ କୋରାପୁଟକୁ ଲମ୍ବିଛି। ଗତକାଲି … Read More

କ୍ରାଇମବ୍ରାଞ୍ଚ କବଜାରେ ଅନ୍ତଃରାଜ୍ୟ ସାଇବର ଠକ, ଗିରଫ ହେଲେ ୭ ଜଣ ଅଭିଯୁକ୍ତ

ଭୁବନେଶ୍ୱର : କ୍ରାଇମବ୍ରାଞ୍ଚ କବଜାରେ ଅନ୍ତଃରାଜ୍ୟ ସାଇବର ଠକ । ୧ .୪କୋଟି ଟଙ୍କାର ସାଇବର ଠକେଇ କରି ଗିରଫ ହେଲେ ୭ ଜଣ ଅଭିଯୁକ୍ତ । ସମସ୍ତ ଅଭିଯୁକ୍ତଙ୍କୁ କର୍ଣ୍ଣାଟକ ଓ ତାମିଲନାଡୁରୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ବିଭିନ୍ନ ଆକାଉଣ୍ଟ … Read More