ହିମାଚଳପ୍ରଦେଶରେ ଭୂସ୍ଖଳନ, ୬ ମୃତ
ହିମାଚଳପ୍ରଦେଶର କୁଲ୍ଲୁ ଜିଲା ଅନ୍ତର୍ଗତ ମଣିକର୍ଣ୍ଣ ଅଞ୍ଚଳରେ ରବିବାର ଭୂସ୍ଖଳନ ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ମଣିକର୍ଣ୍ଣ ସାହିବ … Read More
