୧୬୦୦ ଟପିଲା ମିଆଁମାର ଭୂକମ୍ପ ମୃତ୍ୟୁ ସଂଖ୍ୟା
ୟାଙ୍ଗନ/ବ୍ୟାଙ୍କକ୍ : ମ୍ୟାଁମାରରେ ଶୁକ୍ରବାର ଘଟିଥିବା ଭୟାବହ ଭୂମିକମ୍ପରେ ମୃତକଙ୍କ ସଂଖ୍ୟା ୧୬୪୪ରେ ପହଞ୍ଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୩୫୦୦ରୁ ଅଧିକ ଲୋକ ଆହତ ହୋଇଥିବା ମ୍ୟାଁମାରରେ କ୍ଷମତାସୀନ ଜୁନ୍ତା ସରକାରଙ୍କ ପକ୍ଷରୁ ଶନିବାର ସ୍ପଷ୍ଟ କରାଯାଇଛି। ଧ୍ବଂସସ୍ତୂପ ତଳେ ସହସ୍ରାଧିକ … Read More
