ଖୁବଶୀଘ୍ର ଆଉ ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦେବେ ସରକାର
ଭୁବନେଶ୍ୱର : ଓଡ଼ିଶାରେ ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି । ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଗତକାଲି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । … Read More
