କିଟ୍ ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲା: କୌଣସି ଜାଗାରେ ଆଇନର ଗଳା ବାଟ ରହିବ ନାହିଁ
ଭୁବନେଶ୍ବର: କିଟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲାରେ କିଟ୍ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଜାତୀୟ ମାନବାଧିକାର ଆୟୋଗ ଦାୟୀ କରିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଏହା ଏକ ଅତ୍ୟନ୍ତ ସ୍ପର୍ଶକାତର ଘଟଣା। ଜାତୀୟ ମାନବାଧିକାର … Read More
