ରାହୁଲ ଗାନ୍ଧୀଙ୍କୁ କହିବାକୁ ଅନୁମତି ଦେଲେନାହିଁ ବାଚସ୍ପତି
ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ବୁଧବାର ଅଭିଯୋଗ କରିଛନ୍ତି ଯେ ବାଚସ୍ପତି ଓମ୍ ବିର୍ଲା ତାଙ୍କୁ ଗୃହରେ କହିବାକୁ ଦେଇନଥିଲେ। ମହାକୁମ୍ଭ ଏବଂ ବେକାରୀ ପ୍ରସଙ୍ଗରେ ସେ କିଛି କହିବାକୁ ଚାହୁଁଥିଲେ ବୋଲି ଗାନ୍ଧୀ କହିଛନ୍ତି।ସେ … Read More
