ଜୟସେଲମେରରେ ଧରାପଡ଼ିଲା ସଂଦିଗ୍ଧ ପାକିସ୍ତାନୀ ଗୁପ୍ତଚର
ଜୈସଲମେର: ଅନ୍ତର୍ଜାତୀୟ ସୀମା ସଂଲଗ୍ନ ରାଜସ୍ଥାନର ଜୈସଲମେରରୁ ଜଣେ ସଂଦିଗ୍ଧ ପାକିସ୍ତାନୀ ଗୁପ୍ତଚରଙ୍କୁ ଅଟକ ରଖାଯାଇଛି। ସୂଚନା ଅନୁଯାୟୀ, ସୁରକ୍ଷା ଏଜେନ୍ସିମାନେ ଜୈସଲମେରର ମୋହନଗଡ଼ କେନାଲ ଅଞ୍ଚଳରୁ ଅଭିଯୁକ୍ତକୁ ଧରିଛନ୍ତି। ଗିରଫ ବ୍ୟକ୍ତି, ଦିନୁ ଖାନଙ୍କ ପୁଅ ପଠାନ ଖାନ (୪୦), … Read More
