ବୋଲଗଡ଼ ମୁଗମଣ୍ଡା ଆଶ୍ରମ ବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ, ୧୫ ଦିନ ଛୁଟି ଘୋଷଣା
ବେଗୁନିଆ : ଜଣ୍ଡିସ୍ ପାଇଁ ସ୍କୁଲ ଛୁଟି । ୧୫ଦିନ ପାଇଁ ଛୁଟି ଘୋଷଣା କଲେ ସ୍କୁଲ କର୍ତ୍ତୃପକ୍ଷ । ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ମୁଗମଣ୍ଡା ଆଶ୍ରମ ବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ । ଅନେକ ପିଲା ଜଣ୍ଡିସରେ ଆକ୍ରାନ୍ତ ହେବା ପରେ ସ୍କୁଲ … Read More
