ନବ ଦାସଙ୍କ ହତ୍ୟାର ବନ୍ଧୁକ ଛଡ଼ାଇଥିବା ଯୁବକଙ୍କୁ ଜେରା
ଭୁବନେଶ୍ୱର,୨୨ା୩: ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଖୋଳତାଡ଼ ଆରମ୍ଭ କରିଛି। ବ୍ରଜରାଜନଗର ଥାନାରେ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ସରୋଜ ସା’ ନାମକ ଜଣେ ଯୁବକଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ହତ୍ୟାକାଣ୍ଡ ଦିନ ଘଟଣାସ୍ଥଳରେ ଉପସ୍ଥିତ ଥିଲେ ସରୋଜ। ତତ୍କାଳୀନ ଆଇଆଇସିଙ୍କ … Read More
