ରାସନ୍‌ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ

ଭୁବନେଶ୍ୱର: ରାସନ୍‌ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ। ତେବେ ରାସନକାର୍ଡ ଫେରାଇଥିବା ପରିବାରର ସଦସ୍ୟ ସଂଖ୍ୟା ୮୭୮୪୪। ସେହିପରି ରାଜ୍ୟରେ ୪ ଲକ୍ଷ ୮ ହଜାର ୧୦୭ ଭୂତ କାର୍ଡକୁ ବାଦ୍‌ ଦିଆଯାଇଛି। ମୃତ୍ୟୁ ପରେ ବି ଏହି ଲୋକମାନଙ୍କ … Read More

ଆସନ୍ତା ବର୍ଷ ଭାରତ ହେବ ନକ୍ସଲ ମୁକ୍ତ: ୨୬ ନକ୍ସଲ ଏନକାଉଣ୍ଟର ପରେ ଶାହାଙ୍କ ବଡ ବୟାନ

ନୂଆଦିଲ୍ଲୀ: ଏନକାଉଣ୍ଟରରେ ଥରିଛି ଛତିଶଗଡର ଛାତି । ଜଙ୍ଗଲରେ ଶୁଭିଛି ଗୁଳିର ଗର୍ଜନ । ଆଉ ଯବାନଙ୍କ ଗୁଳିରେ ଟଳିପଡିଛନ୍ତି ୨୬ ମାଓବାଦୀ । ଇଟାର ଜବାବ ପଥରରେ ଦେଇଛନ୍ତି ସୁରକ୍ଷା କର୍ମୀ । ଛତିଶଗଡର ୨ଟି ଅଲଗା ଅଲଗା ସ୍ଥାନରେ … Read More

ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର IT ରେଡ୍

ଅନୁଗୁଳ:  ବଡ ଧରଣର ଆୟକର ଚଢ଼ାଉ । ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆୟକର ରେଡ୍‌ ହୋଇଛି । ଅନୁଗୁଳ କରଡ଼ାଗାଡିଆରେ ଥିବା ଦେଶୀ ଭାଟିର ମୁଖ୍ୟ ଗୋଦାମରେ ଚାଲିଛି ରେଡ୍ । ଆୟକର ଫାଙ୍କିବା ନେଇ ଚଢ଼ାଉ ଚାଲିଥିବା ସୂଚନା … Read More

ଓଡିଶାରୁ ଚାଇନା ଯାଉଛି ଲୁହା ପଥର: ଗଲାଣି ୧୮ ଲକ୍ଷ ମେଟ୍ରିକ୍ ଟନ୍

ଭୁବନେଶ୍ବର: ଖଣିଜ ପଦାର୍ଥରେ ଭରପୂର ଓଡିଶା ରାଜ୍ୟରୁ ଚାଇନା ନେଉଛି ଲୁହାପଥର । ରାଜ୍ୟରେ ଲୁହାପଥର ରପ୍ତାନୀରୁ ଆଦାୟ ହେଉଥିବା ରାଜସ୍ୱକୁ ନେଇ ତଥ୍ୟ ଦେବା ବେଳେ ଏହି ସୂଚନା ରଖିଥିଲେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା … Read More

ଆସନ୍ତା ଅପ୍ରେଲ୍‌ ୧ ତାରିଖରୁ ଭୁବନେଶ୍ୱର ରୁ ଗୋଆକୁ ଉଡିବ ବିମାନ, ସପ୍ତାହରେ ଚାରି ଦିନ ଉଡ଼ିବ

ଭୁବନେଶ୍ବର: ଭୁବନେଶ୍ୱର ରୁ ଗୋଆକୁ ଉଡିବ ବିମାନ । ବିମାନ ସେବା କ୍ଷେତ୍ରରେ ଓଡ଼ିଶା ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ି ହେବ । ଆସନ୍ତା ଅପ୍ରେଲ୍‌ ୧ ତାରିଖ ଠାରୁ ଉତ୍କଳ ଦିବସ ଅବସରରେ ଓଡ଼ିଶାରୁ ଗୋଆକୁ ସିଧାସଳଖ ବିମାନ ସେବା … Read More

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବାୟୋପିକ ନିର୍ମାଣ ପାଇଁ ମୋର ଦାବି: ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଟିମ୍ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଉପରେ ଏକ ବାୟୋପିକ୍ ନିର୍ମାଣ କରିବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି।। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବାୟୋପିକରେ ଦେଖାଯିବା ଉଚିତ ଯେ ଅଲରାଉଣ୍ଡର ତାଙ୍କ ସଂଘର୍ଷମମୟ ଯାତ୍ରା‌ରେ … Read More

ରାଜ୍ୟରେ ରହିଛି ଭରପୁର ସୁନା ଖଣି

ଭୁବନେଶ୍ଵର: ରାଜ୍ୟରେ ରହିଛି ଭରପୂର ସୁନା ଖଣି । ଆଜି ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା । ପୂର୍ବରୁ ଓଡ଼ିଶାରେ ୨ଟି ସ୍ଥାନରେ ସୁନା ଖଣିର ସନ୍ଧାନ ମିଳିଥିବା ବେଳେ ଏବେ … Read More

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର : ରାଉରକେଲାରେ ହେଉ ରେଳବାଇ ଡିଭିଜନ, ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ କାର୍ଯ୍ୟକୁ ତ୍ବରିତ କରାଯାଉ ଏବଂ ଏୟାରପୋର୍ଟର ଉନ୍ନତିକରଣ ଓ ସମ୍ପ୍ରସାରଣ କରାଯାଉ ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଏହି ତିନିଟି ଦାବି ରଖିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଉରକେଲାର … Read More

ଚହଲ ଏବଂ ଧନଶ୍ରୀଙ୍କ ଛାଡ଼ପତ୍ର ମାମଲାକୁ ନେଇ ଆସିଲା କୋର୍ଟ ନିଷ୍ପତ୍ତି

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀ ବର୍ମା ଡିସେମ୍ବର ୨୦୨୨ରେ ବିବାହ କରିଥିଲେ। ବିବାହର ପ୍ରାୟ ଚାରି ବର୍ଷ ପରେ ଦୁହେଁ ଆନୁଷ୍ଠାନିକ ଭାବରେ ଅଲଗା ହୋଇଯାଇଛନ୍ତି। ଧନଶ୍ରୀ ଏବଂ ଚହଲଙ୍କ ଛାଡପତ୍ର ମାମଲା ବାନ୍ଦ୍ରା ପରିବାର … Read More

ସୁରକ୍ଷାକର୍ମୀଙ୍କ ଗୁଳିରେ ୨୪ ମାଓବାଦୀ ନିହତ, ଜଣେ ଯବାନ ସହିଦ

ମାଲକାନଗିରି: ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା । ଓଡ଼ିଶା ସୀମାନ୍ତ ଛତିଶଗଡ଼ର ବିଜାପୁର ଓ ଦାନ୍ତେୱାଡାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨୪ ଜଣ ମାଓବାଦୀ ନିହତ ହୋଇଛନ୍ତି । ଏହି ଅପରେସନ ବେଳେ ଜଣେ ଯବାନ ମଧ୍ୟ ସହିଦ ହୋଇଛନ୍ତି । … Read More