ନାଗପୁର ସଂଘର୍ଷ ଯୋଜନାବଦ୍ଧ ନା ସରକାରଙ୍କ ବିଫଳତା? ତେଜିଲା ରାଜନୀତି

ନାଗପୁର: ନାଗପୁର ସଂଘର୍ଷରେ ୩୦ ରୁ ଅଧିକ ଲୋକ ଆହତ ହେବା ପରେ ଏହାକୁ ନେଇ ଏବେ ରାଜନୈତିକ ବିବାଦ ଆରମ୍ଭ ହୋଇଛି। କାରଣ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ କହିଛନ୍ତି ଯେ ଏହି ହିଂସା ଯୋଜନାବଦ୍ଧ ଥିଲା। ମାତ୍ର ବିରୋଧୀ … Read More

ଆଇଏଏସ ସ୍ତରରେ ଅଦଳବଦଳ, ସୁଦର୍ଶନ ଚକ୍ରବର୍ତ୍ତୀ ହେଲେ OSCSC ଏମଡି

ଭୁବନେଶ୍ୱର : ଆଇଏଏସ ସ୍ତରରେ ଅଦଳବଦଳ । ସୁଦର୍ଶନ ଚକ୍ରବର୍ତ୍ତୀ ହେଲେ OSCSC ଏମଡି । ୨୦୧୧ ବ୍ୟାଚର ଆଇଏଏସ ଅଧିକାରୀ କେ ସୁଦର୍ଶନ ଚକ୍ରବର୍ତ୍ତୀ । ଅପରପକ୍ଷରେ ଡିଟିଇଟି ଥିବା ସମର୍ଥ ବର୍ମାଙ୍କୁ ଲଘୁ ଖଣିଜ ବିଭାଗର ନିର୍ଦେଶକ ଭାବେ ଅତିରିକ୍ତ … Read More

୬୦.୬୧ ସ୍କୋର୍‌ ସହ ପାରାଦୀପ ଶିଳ୍ପାଞ୍ଚଳ ସର୍ବାଧିକ ପ୍ରଦୂଷିତ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ପାରାଦୀପ ଶିଳ୍ପାଞ୍ଚଳ ସବୁଠୁ ଅଧିକ ପ୍ରଦୂଷିତ ଭାବରେ ଉଭା ହୋଇଛି । ୬୦.୬୧ ସିଇପିଆଇ ସ୍କୋର୍‌ ସହ ଅତ୍ୟଧିକ ସହ ପାରାଦୀପ ପ୍ରଦୂଷିତ ଅଞ୍ଚଳ ଭାବେ ଟିହ୍ନଟ ହୋଇଛି । ଏନେଇ ଆଜି ଗୃହରେ ବିଜେଡି ବିଧାୟକ ଗଣେଶ୍ୱର … Read More

ପାନୀୟ ଜଳ କାମରେ ବିଳମ୍ବ ହେଲେ ଠିକା କମ୍ପାନୀଙ୍କ ବିରୋଧରେ FIR: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର : ଏଣିକି ପାନୀୟ ଜଳ ଯୋଗାଣରେ ଅଵ୍ୟଵସ୍ଥା କଲେ ଠିକା କମ୍ପାନୀଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ । ଆଜି ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ପଂଚାୟତି ରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାୟକ । ସେ କହିଛନ୍ତି … Read More

ଆତ୍ମସମର୍ପଣ ଅପେକ୍ଷା ଲଢେଇ କରିବାକୁ ଚାହିବୁ : ୟୁକ୍ରେନ୍

କିବ: ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଓ ରୁଷରାଷ୍ଟ୍ରପତି ପୁଟିନଙ୍କ ମଧ୍ୟରେ ଆଜି କଥାବାର୍ତ୍ତା ହେବାକୁ ଯାଉଛି । ଏହି କଥାବାର୍ତ୍ତାର କିଛି ଘଣ୍ଟା ପୂର୍ବରୁ ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଆଣ୍ଡ୍ରି ସିବିହା ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ … Read More

ମହାନଦୀ ଅବବାହିକାରେ ୭ଟି ବ୍ୟାରେଜ କରିବାକୁ ସରକାରଙ୍କ ନିଷ୍ପତ୍ତି: ମନ୍ତ୍ରୀ

ଭୁବନେଶ୍ୱର: ମହାନଦୀ ଅବବାହିକାରେ ନିର୍ମାଣ ହେବ ୭ଟି ବ୍ୟାରେଜ । ଏନେଇ ମୁଖ୍ୟମନ୍ତ୍ରୀ ମୋହମ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି । ଏହି ସମ୍ପର୍କରେ ଉଦୟପୁରରେ ହୋଇଥିବା ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଛତିଶଗଡର ଜଳ ସମ୍ପଦ ମନ୍ତ୍ରୀ ଓ କମିଶନର ଉପସ୍ଥିତ … Read More

ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ, ଖୁବ ଶୀଘ୍ର ହେବ ନୂଆ DPR: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର : ତ୍ରିଶୁଳିଆ ନୁହେଁ କଟକ ପର୍ଯ୍ୟନ୍ତ ଗଡିବ ମେଟ୍ରୋ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ପୂର୍ବ ସରକାର ଯେଉଁ ମେଟ୍ରୋର ପରିକଳ୍ପନା କରିଥିଲେ ତ୍ରିଶୁଳିଆ ପର୍ଯ୍ୟନ୍ତ, ତାହାର କାର୍ଯ୍ୟକ୍ଷମ ନେଇ ସୂଚନା ଦେଇଛନ୍ତି … Read More

ରିମାଣ୍ଡରେ ଯିବେ ରାଜା ଚକ୍ର, କୋର୍ଟରେ ଆବେଦନ କଲା କ୍ରାଇମବ୍ରାଞ୍ଚର ଇଓଡବ୍ଲୁ

ଭୁବନେଶ୍ୱର: ରିମାଣ୍ଡରେ ଯିବେ ରାଜା ଚକ୍ର। ୫ ଦିନ ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କଲା କ୍ରାଇମବ୍ରାଞ୍ଚର ଇଓଡବ୍ଲୁ। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଜେଲ୍‌ରେ ଅଛନ୍ତି ବିଜେଡି ନେତା ରାଜା। ରିମାଣ୍ଡରେ ଆଣି ଇଓଡବ୍ଲୁ ଅଧିକ ପଚରାଉଚରା … Read More

ହେମା ମାଳିନୀଙ୍କ ନାଁରେ ଥାନାରେ ଏତଲା

ଭୁବନେଶ୍ଵର: ବଲିଉଡ଼ର ଡ୍ରିମ୍ ଗର୍ଲ ତଥା ବିଜେପି ନେତ୍ରୀ ହେମା ମାଳିନୀଙ୍କ ନାଁରେ ପୁରୀ ସିଂହଦ୍ବାର ଥାନାରେ ଲିଖିତ ଅଭିଯୋଗ କରିଛି ଶ୍ରୀଜଗନ୍ନାଥ ସେନା। ହେମା ମାଳିନୀ ପୈତୃକ ଭାବେ ମୁସଲମାନ ଧର୍ମର। ବିବାହ ପରେ ମଧ୍ୟ ସେ ନିଜ ଧର୍ମ … Read More

ଭୁବନେଶ୍ଵରରେ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର

ଭୁବନେଶ୍ଵର: ଭୁବନେଶ୍ଵରରେ ପହଞ୍ଚିଲା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର। ସ୍ଵତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ଆସି ଭୁବନେଶ୍ଵରରେ ପହଞ୍ଚିଛି। ବିମାନ ବନ୍ଦରରେ ତାଙ୍କୁ ଗାର୍ଡ଼ ଅଫ୍‌ ଅନର ପ୍ରଦାନ କରାଯାଇଛି। ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ ପାଇଁ ବିମାନବନ୍ଦରରେ … Read More