୨୨୦ ଔଷଧ ଦୋକାନରେ ଡ୍ରଗ୍ସ ବିଭାଗର ରେଡ୍, ନିଶା ଇଞ୍ଜେକସନ୍‌ ଓ ଯନ୍ତ୍ରପାତି ଜବତ

ଭୁବନେଶ୍ୱର : ରାଜ୍ୟରେ ବେଆଇନ ଔଷଧ ବିକ୍ରି ବିରୋଧରେ ଭେଷଜ ନିୟନ୍ତ୍ରଣ ନିର୍ଦ୍ଦେଶାଳୟର ବଡ଼ ଧରଣର ଚଢ଼ାଉ । ପ୍ରାୟ ୨୨୦ଟି ଔଷଧ ଦୋକାନରେ ଚଢ଼ାଉ କରାଯାଇଥିବା ବେଳେ ୧୩୭ଟି ଦୋକାନ ବିରୋଧରେ ଡ୍ରଗ୍ସ ଆଣ୍ଡ କସ୍ମେଟିକ୍ସ ଆଇନ ଉଲ୍ଲଂଘନ ନେଇ … Read More

ଆସନ୍ତା ୨୫ରୁ ଭୁବନେଶ୍ବରରୁ ପୁଣେକୁ ଉଡ଼ିବ ଇଣ୍ଡିଗୋ ବିମାନ

ଭୁବନେଶ୍ବର: ବିମାନ ଯାତ୍ରୀଙ୍କ ପାଇଁ ଆସିଛି ଖୁସି ଖବର। ଆସନ୍ତା ୨୫ ତାରିଖରୁ ଭୁବନେଶ୍ବର-ପୁଣେ ମଧ୍ୟରେ ନୂଆ ବିମାନ ସେବା ଆରମ୍ଭ କରିବ ଇଣ୍ଡିଗୋ। ଏହି ବିମାନ ସପ୍ତାହର ପ୍ରତ୍ୟେକ ଦିନ ଚଳାଚଳ କରିବ ବୋଲି ଭୁବନେଶ୍ବର ବିମାନବନ୍ଦର ନିର୍ଦ୍ଦେଶକ ସୂଚନା … Read More

ଦୁର୍ଗାପୂଜା ପାଇଁ କମିଶନରେଟ ପୋଲିସର ସ୍ପେଶାଲ ଡ୍ରାଇଭ, ଧରା ହେଲେ ୧୬୨ ୱାରେଣ୍ଟି

କଟକ : ଦୁର୍ଗାପୂଜା ପାଇଁ ସ୍ପେଶାଲ ଡ୍ରାଇଭ ଆରମ୍ଭ କରି ଦେଇଛି କମିଶନରେଟ ପୋଲିସ ।  ଜାମିନ ବିହୀନ ଗିରଫ ପରୱାନା ତାଲିକାରେ ଥିବା ୧୬୨ ଜଣ ୱାରେଣ୍ଟିଙ୍କୁ ପୋଲିସ ଧରି ଥିବା ସୂଚନା ଦେଇଛନ୍ତି କଟକ ଡିସିପି ।  ପ୍ରସ୍ତୁତ ହୋଇଥିବା … Read More

ରାଜ୍ୟରୁ ମୌସୁମୀ ବିଦାୟ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର : ଫେରୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଜିଠୁ ରାଜ୍ୟରୁ ଆରମ୍ଭ ହେଲା ମୌସୁମୀ ବିଦାୟ ପ୍ରକ୍ରିୟା ।  ବରଗଡ , ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି l … Read More

ଶୋଇଥିବା ବେଳେ ମଦ୍ୟପ ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

ଆଳି: ସ୍ୱାମୀକୁ ହତ୍ୟାକଲା ସ୍ତ୍ରୀ । ତଣ୍ଟି ଉପରେ ଛିଡ଼ା ହୋଇ ସ୍ୱାମୀକୁ ହତ୍ୟା କରି ଥିବା ସ୍ୱୀକାର କରିଛି ସ୍ତ୍ରୀ । କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ମାଳପାଟଣା ଗାଁରେ ସ୍ୱାମୀଙ୍କୁ ହତ୍ୟା କରିଛି ସ୍ତ୍ରୀ । ମୃତକ ହେଉଛନ୍ତି ନିରଞ୍ଜନ … Read More

OAS ଅଧିକାରୀ ସ୍ତରରେ ଅଦଳବଦଳ, ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବଙ୍କୁ ROTIର ଯୁଗ୍ମ ସଚିବ ଦାୟିତ୍ବ

ଭୁବନେଶ୍ବର: OAS ଅଧିକାରୀ ସ୍ତରରେ ଅଦଳବଦଳ । ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ । ତ୍ରିଲୋଚନ ମହାନ୍ତିଙ୍କୁ ଭୁବନେଶ୍ବରସ୍ଥିତ ROTIର ଯୁଗ୍ମ ସଚିବ ଭାବେ ନୂଆ ନିଯୁକ୍ତି କରାଯାଇଛି । ଗୀତାଞ୍ଜଳି ନାୟକଙ୍କୁ E&IT ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ ଦିଆଯାଇଛି । … Read More

ବ୍ୟାସନଗର କଲେଜରେ ପ୍ରାକ୍ ନିର୍ବାଚନୀ ହିଂସା: କ୍ୟାମ୍ପସରେ ବୋମାମାଡ଼, ଛାତ୍ରଛାତ୍ରୀ ଆତଙ୍କିତ

ଯାଜପୁର ରୋଡ: ନିର୍ବାଚନ ପୂର୍ବରୁ ବ୍ୟାସନଗର ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ବୋମା ମାଡ଼ । ବୋମାମାଡ଼ ପରେ ଛାତ୍ରଛାତ୍ରୀ ଭୟଭୀତ । ପୋଲିସର ତଦନ୍ତ ଆରମ୍ଭ । ସୂଚନା ଅନୁଯାୟୀ ଆଜି ଭୋର ସାଢ଼େ ୩ଟା ସମୟରେ ପ୍ରଥମେ ଯାଜପୁର ରୋଡ … Read More

ଟ୍ରକ୍ ଧକ୍କାରେ ଦମ୍ପତି ମୃତ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଅନ୍ତର୍ଗତ ଖଡିଆଳ ଅଞ୍ଚଳରେ ଥିବା ଜାତୀୟ ରାଜପଥ-୩୫୩ (NH-353) ଉପରେ ଗୁରୁବାର ଦିନ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ସକାଳ ସମୟରେ ଖଡିଆଳ ଥାନା ଅଧୀନ ତିଖାଲି … Read More

ଆଶୁତୋଷ ଦୀକ୍ଷିତ ନୂଆ ବାୟୁସେନା ମୁଖ୍ୟ ନିଯୁକ୍ତ, ଆସନ୍ତା ୩୧ରେ ଦାୟିତ୍ବଗ୍ରହଣ

ନୂଆଦିଲ୍ଲୀ: ଏୟାର ମାର୍ଶାଲ ଆଶୁତୋଷ ଦୀକ୍ଷିତଙ୍କୁ କେନ୍ଦ୍ର ସରକାର ନୂଆ ବାୟୁସେନା ମୁଖ୍ୟ (୨୯ତମ) ନିଯୁକ୍ତ କରିଛନ୍ତି। ସେ ଏବେ ବାୟୁସେନା ଉପମୁଖ୍ୟ ଭାବେ କାର୍ଯ୍ୟରତ। ସେ ଆସନ୍ତା ୩୧ ତାରିଖରୁ ଦାୟିତ୍ବ ଗ୍ରହଣ କରିବେ। ସେ ଏବେକାର ବାୟୁସେନା ମୁଖ୍ୟ … Read More

କେମିଷ୍ଟ୍ରିରେ ନୋବେଲ୍: ହେନେରୀ ବି. କାଗନ ଓ କେନ୍ସୋ ସୋଆଇଙ୍କୁ ସମ୍ମାନ

ଷ୍ଟକହୋମ୍: ୨୦୨୬ ମସିହା ପାଇଁ ରସାୟନ ବିଜ୍ଞାନର ନୋବେଲ୍ ପୁରସ୍କାର ଘୋଷଣା ହୋଇଛି। ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ଏହି ସମ୍ମାନ ପାଇଁ ମନୋନୀତ କରାଯାଇଛି। ଅସମମିତ ଜୈବିକ ସଂଶ୍ଳେଷଣରେ ଅଣ-ରୈଖିକ ପ୍ରଭାବ ଏବଂ ଅଟୋକାଟାଲିସିସ୍‌ … Read More