ଯୁଦ୍ଧ ବନ୍ଦ ପାଇଁ ଚାଲିଛି ଉଦ୍ୟମ, ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ୍
ୱାସିଙ୍ଗଟନ ଡିସି: ୩ ବର୍ଷ ଧରି ଚାଲିଥିବା ଋଷିଆ-ୟୁକ୍ରେନ୍ ଯୁଦ୍ଧରେ ପରିସମାପ୍ତି ହେବ ବୋଲି ଚର୍ଚ୍ଚା ଜୋର ଧରିଛି । କାରଣ ଆମେରିକା ମଧ୍ୟସ୍ଥତା କରିବାରେ ଲାଗିଛି । ଏହାରି ଭିତରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଋଷିଆ ରାଷ୍ଟ୍ରପତିଙ୍କୁ ଅନୁରୋଧ … Read More
