ଆଗାମୀ ୫ଦିନ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ: ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ପାଞ୍ଚ ଦିନ ପାଇଁ ଓଡ଼ିଶା ରାଜ୍ୟ ପାଇଁ ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏକ ଗ୍ରୀଷ୍ମ ପ୍ରବାହ ସତର୍କତା ଜାରି କରାଯାଇଛି। ପାଣିପାଗ ବିଭାଗ ଏହି ପରିପ୍ରେକ୍ଷୀରେ ଏକ ସତର୍କ ପରାମର୍ଶ ଜାରି କରିଛି। ମଧ୍ୟାହ୍ନରେ ସିଧାସଳଖ … Read More

ଏସଟିଏଫର ବଡ ସୂଚନା, କ୍ଷୀର ବେପାରରୁ ବନିଥିଲା ବନ୍ଧୁକ ମାଫିଆ

କଟକ: କ୍ଷୀର ବେପାରରୁ ବନିଥିଲା ବନ୍ଧୁକ ମାଫିଆ । କଟକରେ ବେଆଇନ ବନ୍ଧୁକ କାରଖାନା ଠାବ ମାମଲାରେ ଏସଟିଏଫ୍ ଡିଆଇଜିଙ୍କ ପ୍ରେସମିଟ୍‌ । ଘଟଣାରେ ଏଯାବତ୍ ୪ଜଣଙ୍କୁ ଗିରଫ କରିଛି ଏସଟିଏଫ୍ । ଘର ମାଲିକ ସହ ୪ ଜଣ ଗିରଫ … Read More

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଏକା ସହ ଚାଲିଗଲା ସ୍ୱାମୀ ସ୍ତ୍ରୀଙ୍କ ଜୀବନ

ବାଲୁଗାଁ: ଏମିତି ଦୁର୍ଘଟଣା । ଦେଖିଲେ ଛାତି ଥରି ଉଠିବ । ଏକା ସାଥିରେ ହାତ ଧରା ଧରି ହୋଇ ଚାଲିଗଲେ ସ୍ବାମୀ ସ୍ତ୍ରୀ । ସବୁଦିନ ପାଇଁ ଶୋଇଗଲେ ଚିର ନିଦ୍ରାରେ । ସତରେ ମୃତ୍ୟୁ ଏମିତି ବି ଆସେ । … Read More

ପାକିସ୍ତାନ ମସଜିଦରେ ବିସ୍ଫୋରଣ

ଇସ୍ଲାମାବାଦ: ପାକିସ୍ତାନର ଦକ୍ଷିଣ ୱାଜିରିସ୍ତାନରେ ଥିବା ଏକ ମସଜିଦରେ ଶୁକ୍ରବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଗତ ୪ ଦିନ ମଧ୍ୟରେ ପାକିସ୍ତାନରେ ଏହା ହେଉଛି ତୃତୀୟ ବଡ଼ ଆତଙ୍କବାଦୀ ଆକ୍ରମଣ। ଜିଲ୍ଲା ପୁଲିସ ଅଧିକାରୀ ଆସିଫ୍ ବାହାଦାରଙ୍କ ସୂଚନା … Read More

ହୋଲି ପାଇଁ ସଜାଗ ଅଗ୍ନିଶମ ବିଭାଗ, ତୁଠ ଜଗିବ ସ୍ୱତନ୍ତ୍ର ଟିମ୍

ଭୁବନେଶ୍ଵର: ହୋଲି ଅଘଟଣ ରୋକିବା ପାଇଁ ରାଜ୍ୟ ଅଗ୍ନିଶମ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ହୋଲି ପାଇଁ ସଜାଗ ରହିଛି ଅଗ୍ନିଶମ ବିଭାଗ। ହୋଲି ଦିନ ଯେପରି କୌଣସି ଅଘଟଣ ନଘଟେ ସେନେଇ ପ୍ରସ୍ତୁତ ହୋଇଛି ସ୍ୱତନ୍ତ୍ର ଟିମ। ଏଥିପାଇଁ … Read More

ଏକ ସଙ୍ଗରେ ୧୫ରୁ ଅଧିକ ଛେଳିର ମୃତ୍ୟୁ

ଢେଙ୍କାନାଳ : ଏକ ସଙ୍ଗରେ ୧୫ରୁ ଅଧିକ ଛେଳିର ମୃତ୍ୟୁ । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଢେଙ୍କାନାଳ ସଦର ଥାନା ସୋଗରପଷି ପଞ୍ଚାୟତ ଆରଦା ଗାଁରୁ ଆସିଛି ଅଭିଯୋଗ । ଜଙ୍ଗଲରେ ଚରୁଥିବା ଅବସ୍ଥାରେ ୧୫ରୁ ଅଧିକ ଛେଳିର ଅକସ୍ମାତ … Read More

ଗ୍ରୀନ କାର୍ଡକୁ ନେଇ ଏଭଳି କହିଲେ ଉପରାଷ୍ଟ୍ରପତି, ବଢ଼ିଲା ପ୍ରବାସୀ ଭାରତୀୟଙ୍କ ଟେନସନ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ‘ଗୋଲ୍ଡ କାର୍ଡ’ ପଦକ୍ଷେପର ପ୍ରସ୍ତାବ ପରେ, ଏବେ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଗ୍ରୀନ କାର୍ଡ ଧାରକଙ୍କ ଅଧିକାର ଉପରେ ମନ୍ତବ୍ୟ ଦେଇ ଏକ ନୂତନ ବିତର୍କ ଆରମ୍ଭ କରିଛନ୍ତି। ଡୋନାଲ୍ଡ ଟ୍ରମ୍ପଙ୍କ … Read More

ହୋଲି ପୂର୍ବରୁ ବଢିଲା ସୁନା ଦର

ଭୁବନେଶ୍ବର: ସର୍ବକାଳୀନ ରେକର୍ଡ ଭାଙ୍ଗୁଛି ସୁନା ଦର । ସେ ଦିଲ୍ଲୀ ହେଉକି ଭୁବନେଶ୍ବର ସବୁଠି ସୁନା ଦରରେ ନିଆଁ । ଗ୍ରାହକଙ୍କ ଚାହିଦା ଯେତେ ବଢୁଛି, ସେତେ ଦର ମଧ୍ୟ ହୁ ହୁ ହୋଇ ବଢିବାରେ ଲାଗିଛି । ଗତକାଲି … Read More

ଫଟୋ ଉଠେଇବା ହେଲା କାଳ, ନଦୀରେ ବୁଡ଼ି ଜଣେ ପର୍ଯ୍ୟଟକ ମୃତ

ରାୟଗଡା: ସୁଦୂର ଆନ୍ଧ୍ରପ୍ରଦେଶରୁ ଓଡିଶା ବୁଲିବାକୁ ଆସିଥିଲେ ପରିବାର ଲୋକେ । ମଜା କରିଥାନ୍ତେ, ଖୁସି ହେଇଥାନ୍ତେ ଆଉ ସେଲଫି ଉଠାଇ ସ୍ମୃତିକୁ ସାଇତି ରଖିଥାନ୍ତେ । ହେଲେ ଏହି ବୁଲା ଯେ ସେମାନଙ୍କ ପାଇଁ ଏକ ଅପୂରଣୀୟ ସ୍ମୃତି ହୋଇଯିବ ତାହା … Read More

ଟ୍ରେନ ଅପହରଣ ଘଟଣାରେ ଅନ୍ୟକୁ ଦୋଷ ଦେଇ ନିଜ ବିଫଳତା ଲୁଚାଉଛି ପାକିସ୍ତାନ : ଭାରତ

ନୂଆଦିଲ୍ଲୀ : ବେଲୁଚିସ୍ତାନରେ ଟ୍ରେନ୍ ଅପହରଣ ଘଟଣା ପାଇଁ ପାକିସ୍ତାନ ଭାରତକୁ ଦାୟୀ କରୁଥିବାବେଳେ ଏନେଇ ଭାରତ ପକ୍ଷରୁ ମଧ୍ୟ କଡ଼ା ଜବାବ ମିଳିଛି। ଅନ୍ୟକୁ ଦୋଷଦେଇ ନିଜ ବିଫଳତା ଲୁଚାଉଛି ବୋଲି ଭାରତ କହିଛି । ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟ … Read More