ନ୍ୟାୟିକ ପ୍ରକ୍ରିୟା ଚାଲିଥିବାରୁ ବନ୍ଦ ଥିବା ସୂତାକଳ କାର୍ଯ୍ୟକ୍ଷମ ହୋଇ ପାରୁନାହିଁ: ମନ୍ତ୍ରୀ

ଭୁବନେଶ୍ବର: ନ୍ୟାୟିକ ପ୍ରକ୍ରିୟା ଚାଲିଥିବାରୁ ରାଜ୍ୟରେ ବନ୍ଦ ଥିବା ସୂତାକଳଗୁଡ଼ିକ କାର୍ଯ୍ୟକ୍ଷମ ହୋଇ ପାରୁ ନାହିଁ ବୋଲି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ବିଧାନସଭାରେ ଏକ ପ୍ରଶ୍ନ ନେଇ ଲିଖିତ ଉତ୍ତର ପ୍ରଦାନ କରିଛନ୍ତି। ବଡ଼ଚଣା … Read More

ଆସିଗଲା ଟ୍ରିପଲ ଇଞ୍ଚିନ ସରକାର, ୧୦ରୁ ୯ ସହରରେ ଭାଜପା ମେୟର

ଚଣ୍ଡିଗଡ଼,୧୨।୩: ହରିୟାଣା ବିଧାନସଭା ନିର୍ବାଚନ ପରେ, ସ୍ଥାନୀୟ ନଗର ନିଗମ ନିର୍ବାଚନରେ ମଧ୍ୟ କଂଗ୍ରେସକୁ ଶୋଚନୀୟ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ରାଜ୍ୟର ୧୦ଟି ନଗର ନିଗମରୁ ଭାଜପା ୯ଟି ଆସନ ଜିତିଛି। ଯେତେବେଳେ ଗୋଟିଏ ନଗର ନିଗମରେ ଜଣେ ସ୍ବାଧୀନ … Read More

ଶୂନ ଦୁର୍ଘଟଣା ଲକ୍ଷ୍ୟ: ୩୦ ଦିନିଆ ନୂତନ ସଡ଼କ ସୁରକ୍ଷା ଅଭିଯାନ ଆରମ୍ଭ ହେବ

ଭୁବନେଶ୍ବର: ଓଡ଼ିଶା ସରକାର ସଡ଼କ ସୁରକ୍ଷା ବୃଦ୍ଧି ଏବଂ ଆଚରଣଗତ ପରିବର୍ତ୍ତନକୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଏକ ପରିବର୍ତ୍ତନକାରୀ ଅଭିଯାନ, ଶୂନ ଦୁର୍ଘଟଣା ଦିବସ (ଜେଡ୍‌ଏଡି) ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି। ଏହି ୩୦ ଦିନିଆ ଅଭିଯାନ ଦୃଷ୍ଟିକୋଣ ଏବଂ ନେତୃତ୍ୱ … Read More

ଟ୍ରେନ ଅପହରଣ ପଛରେ ଭାରତ : ପାକିସ୍ତାନ

ଇସଲାମାବାଦ: ପ୍ରତ୍ୟେକ ସମସ୍ୟା ପାଇଁ ଭାରତକୁ ଦାୟୀ କରିବା ପାକିସ୍ତାନର ଏକ ପୁରୁଣା ଅଭ୍ୟାସ। ଆଜି ଯେତେବେଳେ ବଲୋଚ ବିଦ୍ରୋହୀମାନେ ପାକିସ୍ତାନର ଅତ୍ୟାଚାର ବିରୋଧରେ ଅସ୍ତ୍ରଶସ୍ତ୍ର ଉଠାଇଛନ୍ତି, ସେମାନେ ଏଥିପାଇଁ ଭାରତକୁ ମଧ୍ୟ ଦାୟୀ କରୁଛନ୍ତି। ମଙ୍ଗଳବାର ଦିନ ବଲୋଚ ବିଦ୍ରୋହୀମାନେ … Read More

ରାଜ୍ୟରେ ବର୍ତ୍ତମାନ ୭୧୦ ଡଲଫିନ୍ ଅଛନ୍ତି

ଭୁବନେଶ୍ୱର,୧୨ା୩: ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟ ଦ୍ୱାରା ଓଡ଼ିଶାର ସର୍ବଶେଷ ଡଲଫିନ୍ ଗଣନା ରିପୋର୍ଟ ପ୍ରକାଶ ପାଇଛି। ରାଜ୍ୟରେ ବର୍ତ୍ତମାନ ୭୧୦ ଡଲଫିନ୍ ଅଛନ୍ତି, ଯାହା ସାମୁଦ୍ରିକ ସଂରକ୍ଷଣରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ। ଆଞ୍ଚଳିକ ବଣ୍ଟନ ଏବଂ ପ୍ରଜାତି ବିବିଧତାକୁ ଗୁରୁତ୍ୱ ଦେଇ, ଚଳିତ … Read More

କୁଆଡେ ଗଲା ମହିଳାଙ୍କୁ ୨୫୦୦ ଟଙ୍କା ଓ ମାଗଣା ଗ୍ୟାସ୍ ? ଦିଲ୍ଲୀ ସରକାରଙ୍କୁ ଆତିଶୀଙ୍କ ନିଶାନା

ନୂଆଦିଲ୍ଲୀ: ଦିଲ୍ଲୀର ବିଜେପି ସରକାରଙ୍କୁ ପୁଣି ଘେରିଲା ଆମ୍ ଆଦମୀ ପାର୍ଟି । ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଟାର୍ଗେଟ୍ କରିବା ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପୁଣି ନିଶାନା କରିଛନ୍ତି ଦିଲ୍ଲୀ ବିଧାନସଭାର ବିରୋଧୀ ଦଳ ନେତା ଆତିଶୀ । ବିଜେପି ଦେଇଥିବା … Read More

ତାରା ବାହିନୀପତି ବିଧାନସଭାରୁ ୭ ଦିନ ପାଇଁ ସସ୍‌ପେଣ୍ଡ

ଭୁବନେଶ୍ବର: ଗୃହରୁ ସସପେଣ୍ଡ ହୋଇଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ବିଶୃଙ୍ଖଳିତ ଆଚରଣ ପାଇଁ ୭ ଦିନ ପାଇଁ ଗୃହରୁ ସସପେଣ୍ଡ ହେଲେ ତାରା। ତାଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ସୂଚନା ମୁତବକ, ମଙ୍ଗଳବାର ବିଧାନସଭା ଅଧିବେଶନ ଚାଲିଥିବା … Read More

ନିର୍ବାଚନ ପ୍ରକ୍ରିୟାର ସିଏଜି ଅଡିଟ ଦାବି କରି ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡିର ସଂସଦୀୟ ଟିମ

ନୂଆଦିଲ୍ଲୀ : ନିର୍ବାଚନ ପ୍ରକ୍ରିୟାର ସିଏଜି କିମ୍ବା ନିରପେକ୍ଷ ଅଡିଟରଙ୍କ ଦ୍ବାରା ଅଡିଟ କରିବାକୁ ଦାବି କରିଛି ବିଜେଡି । ଗତ ସାଧାରଣ ନିର୍ବାଚନରେ ହୋଇଥିବା ଅନିୟମିତତା ଅଭିଯୋଗ ପ୍ରସଙ୍ଗରେ ଆଜି ପୁଣି ଥରେ ନିର୍ବାଚନ କମିଶନଙ୍କୁ ଭେଟି ଏହି ଦାବି କରିଛି … Read More

ଲଣ୍ଠନ ଧରି ମୁଖ୍ୟମନ୍ତ୍ରୀଙ୍କୁ ଖୋଜିଲେ ବିଜେଡି ବିଧାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହଜି ଯାଇଛନ୍ତି । ତେଣୁ ତାଙ୍କୁ ଖୋଜିବାକୁ ବାହାରିଛନ୍ତି ବିଜେଡି ବିଧାୟକ । ହାତରେ ଧରିଛନ୍ତି ଲଣ୍ଠନ । ବିଧାନସଭାରେ କୋଠରୀରୁ କୋଠରୀ ବୁଲି ଖୋଜୁଛନ୍ତି ମୁଖ୍ୟମନ୍ତ୍ରୀଙ୍କୁ ।ଆଜି ଗୃହରେ ବିଜେପି ବିଧାୟକଙ୍କ ଗୁଣ୍ଠାରାଜ ଦେଖିବାକୁ … Read More

ସିବିଏସଇ ଦ୍ୱାଦଶ ଶ୍ରେଣୀର ଇଂରାଜୀ ପ୍ରଶ୍ନପତ୍ର ପରିବର୍ତ୍ତନ

ମୟୂରଭଞ୍ଜ: ଓଡ଼ିଶାରେ ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଏକ ବଡ଼ ଅନିୟମିତତା ସାମ୍ନାକୁ ଆସିଛି। ମଙ୍ଗଳବାର ମୟୂରଭଞ୍ଜ ଜିଲ୍ଲାର ବଡ଼ସାହି ଆଦର୍ଶ ବିଦ୍ୟାଳୟର ୩୨ ଜଣ ଛାତ୍ରଛାତ୍ରୀଙ୍କ ସିବିଏସଇ ଦ୍ୱାଦଶ ଶ୍ରେଣୀ ପ୍ରଶ୍ନପତ୍ର ପରିବର୍ତ୍ତନ ହେବା ପରେ ସେମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ବଡ଼ସାହି … Read More