ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସୃଷ୍ଟି ହେଲେ ୮ ଲକ୍ଷରୁ ଅଧିକ ଲକ୍ଷପତି ଦିଦି

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ନିର୍ଦ୍ଦେଶକ୍ରମେ ଆଜି ସମଗ୍ର ରାଜ୍ୟରେ ଲକ୍ଷପତି ଦିଦି ଯୋଜନା ଉପରେ ଏକ ଦିବସୀୟ ଜିଲ୍ଲାସ୍ତରୀୟ କର୍ମଶାଳା ଆୟୋଜିତ ହୋଇଯାଇଛି । ସମନ୍ୱୟ ଓ ସହଭାଗିତା ମାଧ୍ୟମରେ ବିଭିନ୍ନ ଜୀବନ ଜୀବିକା କାର୍ଯ୍ୟକଳାପକୁ ତ୍ୱରାନ୍ୱିତ କରିବା ଏବଂ … Read More

ଦୁଇ ବିଧାୟକଙ୍କ ବିରୋଧରେ ଚାଲିବ ନିର୍ବାଚନୀ ଅନିୟମିତତା ମାମଲା

କଟକ: ଜଳେଶ୍ଵର ବିଜେଡି ବିଧାୟକ ଅଶ୍ୱିନୀ ପାତ୍ର ଓ ନର୍ଲା ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କୁ ହାଇକୋର୍ଟରୁ ଝଟକା ମିଳିଛି । ବିଧାନସଭା ନିର୍ବାଚନୀ ଅନିୟମିତତା ଅଭିଯୋଗ ମାମଲାରେ ଏହି ଦୁଇ ବିଧାୟକଙ୍କୁ ନିରାଶ ହେବାକୁ ପଡିଛି । ନିର୍ବାଚନ ଅନିୟମିତତା … Read More

ଦେଶରେ ବଢୁଛି ସ୍ବାଇନ ଫ୍ଲୁ ମାମଲା, ୧୬ ରାଜ୍ୟରେ ୫୧୬ ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ ସ୍ୱାଇନ୍ ଫ୍ଲୁ ବା ଏଚ୍୧ଏନ୍୧ ଭୂତାଣୁ ସଂକ୍ରମଣ ପୁଣି ବ୍ୟାପିବାରେ ଲାଗିଛି। ଦେଶର ୮ଟି ରାଜ୍ୟରେ ଏହାର ପ୍ରସାର ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଜାନୁଆରୀ ୨୦୨୫ରେ ୧୬ଟି ରାଜ୍ୟରେ ୫୧୬ ଜଣ ସ୍ୱାଇନ୍ ଫ୍ଲୁରେ ଆକ୍ରାନ୍ତ … Read More

କାହିଁକି ‘ବନ୍ଦେ ଉତ୍କଳ ଜନନୀ’ ଗାଇବେ? ‘ବନ୍ଦେ ଓଡିଶା ଜନନୀ’ ଗାଇଲେ ଆପତ୍ତି ନାହିଁ

ଭୁବନେଶ୍ବର: ‘କାହିଁକି ବନ୍ଦେ ଉତ୍କଳ ଜନନୀ ଗାଇବେ? ବନ୍ଦେ ଓଡିଶା ଜନନୀ ଗାଇଲେ ମୋର କିଛି ଆପତ୍ତି ନାହିଁ ।’ କିଛି ଏଭଳି କହି ଉତ୍କଳ ଏବଂ କୋଶଳ ଓ କଳିଙ୍ଗ ପ୍ରସଙ୍ଗ ଉଠାଇଥିବା ଜୟନାରାୟଣ ଏବେ ଏନେଇ ସ୍ପଷ୍ଟିକରଣ ଦେଇଛନ୍ତି … Read More

ବିଦାୟୀ ଭାଷଣ ପରେ ଜିଭ ଦେଖାଇ ଚେୟାର ଉଠାଇ ନେଲେ ଟ୍ରୁଡୋ

ନୂଆଦିଲ୍ଲୀ: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ଓଟାୱାସ୍ଥିତ ହାଉସ୍ ଅଫ୍ କମନ୍ସରେ ମାର୍କ କାର୍ନିଙ୍କୁ ଉତ୍ତରାଧିକାରୀ ଭାବରେ ଘୋଷଣା କରିଛନ୍ତି। ମାର୍କ କାର୍ନି କାନାଡାର ନୂତନ ପ୍ରଧାନମନ୍ତ୍ରୀ ହେବେ। ଜଷ୍ଟିନ୍ ଟ୍ରୁଡୋ ଆନୁଷ୍ଠାନିକ ଭାବରେ ହାଉସ୍ ଅଫ୍ କମନ୍ସରେ ଇସ୍ତଫା … Read More

ଦିଲ୍ଲୀରେ ବନ୍ଦ ହେବ ପେଟ୍ରୋଲ-ଡିଜେଲ୍ ଗାଡି !

ନୂଆଦିଲ୍ଲୀ : ଦିଲ୍ଲୀ ସରକାର ଇଭି ପଲିସି ୨.୦ ନେଇ ଘୋଷଣା କରିଦେଇଛନ୍ତି । ଏହି ନୂଆ ନିୟମ ଅନୁସାରେ ୨୦୨୭ ସୁଦ୍ଧା ଦିଲ୍ଲୀରେ ପଞ୍ଜୀକରଣ ହୋଇଥିବା ଗାଡିରୁ ୯୫ ପ୍ରତିଶତ କେବଳ ଇଲେକ୍ଟ୍ରିକ୍ ଗାଡି ଭାବେ ପଞ୍ଜୀକୃତ ହେବାକୁ ଲକ୍ଷ୍ୟ … Read More

୧୦ ବର୍ଷରେ ହାତୀ ନେଲାଣି ହଜାରରୁ ଅଧିକ ମୁଣ୍ଡ

ଭୁବନେଶ୍ବର: ବଢି ଚାଲିଛି ହାତୀଙ୍କ ଉପଦ୍ରବ । ଜଙ୍ଗଲ ଛାଡି ଗାଁ ଏବଂ ସହର ମୁହାଁ ହେଉଛନ୍ତି ହାତୀପଲ । ପ୍ରତିଦିନ ହାତୀ ଆତଙ୍କରେ ଧନଜୀବନ କ୍ଷତି ହେଉଛି । ଯାହାକୁ ନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ଜଙ୍ଗଲ ପରିବେଶ … Read More

ଭୁବନେଶ୍ବର ଏମ୍ସ ନିକଟରେ ବୁଲୁଛି ହାତୀ, ଘଉଡ଼ାଇବାକୁ ବନ ବିଭାଗ ପକ୍ଷରୁ ଉଦ୍ୟମ

ଭୁବନେଶ୍ବର : ରାଜଧାନୀରେ ବୁଲୁଛି ହାତୀ। ଭୁବନେଶ୍ବର ଏମ୍ସ ନିକଟ କାଜୁ ବଗିଚାରେ କାଲି ରାତିରୁ ଫସି ରହିଛି ଦନ୍ତାହାତୀ । ଲୋକଙ୍କୁ ସତର୍କ ରହିବା ସହ ହାତୀ ପାଖକୁ ନଯିବାକୁ ସଚେତନ କରାଯାଉଛି। ଡାକବାଜି ଯନ୍ତ୍ର ଦ୍ବାରା ଲୋକଙ୍କୁ ସଚେତନ କରାଯାଉଛି। … Read More

ପାକିସ୍ତାନରେ ଟ୍ରେନ୍‌ ଅପହରଣ, ୧୨୦ ଯାତ୍ରୀ ପଣବନ୍ଦୀ ସୂଚନା

ଇସଲାମାବାଦ: ପାକିସ୍ତାନରେ ମଙ୍ଗଳବାର ଏକ ଟ୍ରେନ୍ ଅପହରଣ କରାଯାଇଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବେଲୁଚିସ୍ତାନର ମାଚ୍ ଅଞ୍ଚଳରେ କେତେକ ସଶସ୍ତ୍ର ବ୍ୟକ୍ତି କ୍ୱେଟାରୁ ପେଶାୱର ଯାଉଥିବା ଜାଫର ଏକ୍ସପ୍ରେସ ଟ୍ରେନ୍ ଉପରେ ଆକ୍ରମଣ କରିଛନ୍ତି। ଆତଙ୍କବାଦୀ ସଂଗଠନ ବେଲୁଚ ଲିବରେସନ ଆର୍ମୀ(ବିଏଲଏ) … Read More

ରାଜ୍ୟରେ ବର୍ତ୍ତମାନ ମୋଟ ୮୫୫ ଟି ଆମ୍ବୁଲାନ୍ସ କାର୍ଯ୍ୟକ୍ଷମ ଅଛି: ମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ବିଧାୟକ ମାନସ କୁମାର ଦତ୍ତ ପ୍ରଶ୍ନ କରିଥିଲେ ଯେ, ଓଡିଶାରେ ୧୦୮ ଆମ୍ବୁଲାନ୍ସ ସେବା ଉପଲବ୍ଧ କରାଇବା କେତେଗୋଟି ଆମ୍ବୁଲାନ୍ସ ବର୍ତ୍ତମାନ କାର୍ଯ୍ୟକ୍ଷମ ଅଛି; କେତେଗୋଟି ନୂଆ ଆମ୍ବୁଲାନ୍ସ ଆଣିବାର ଯୋଜନା ରହିଛି ? ଯାହାର ଉତ୍ତର ଦେଇ … Read More