ଇ-ମେଲ ଠାରୁ ସୋସିଆଲ୍ ମିଡିଆ ଆକାଉଣ୍ଟ, ସବୁ ଯାଞ୍ଚ କରିପାରିବ ଆୟକର ବିଭାଗ

ନୂଆଦିଲ୍ଲୀ: ୨୦୨୬ ମସିହା ଏପ୍ରିଲ ୧ ତାରିଖରୁ ଆୟକର ଅଧିକାରୀମାନେ ଯେକୌଣସି ବ୍ୟକ୍ତିଙ୍କ ସୋସିଆଲ ମିଡିଆ ଆକାଉଣ୍ଟ, ବ୍ୟକ୍ତିଗତ ଇମେଲ୍, ବ୍ୟାଙ୍କ, ଅନଲାଇନ୍ ନିବେଶ, ବିଜନେସ୍ ଆକାଉଣ୍ଟକୁ ଯାଞ୍ଚ କରିବା ସହିତ ଏହାର ତଦନ୍ତ କରିପାରିବେ। ମିଳିଥିବା ସୂଚନା ଅନୁସାରେ, ଯଦି … Read More

ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଲଣ୍ଡନରେ ଆକ୍ରମଣ ଉଦ୍ୟମ

ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଲଣ୍ଡନ ଗସ୍ତରେ ରହିଛନ୍ତି । ଲଣ୍ଡନରେ ଚଥାମ ହାଉସ ଥିଙ୍କ ଟ୍ୟାଙ୍କରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଆଉ କାର୍ଯ୍ୟକ୍ରମ ସ୍ଥଳକୁ ଯାଉଥିବା ବେଳେ ଖଲିସ୍ତାନୀ ଆତଙ୍କବାଦୀମାନେ ଜୟଶଙ୍କରଙ୍କ କାରକୁ ଅଟକାଇ ଆକ୍ରମଣ … Read More

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ

କଟକ : ଓଡିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ। ଜଷ୍ଟିସ ଟଣ୍ଡନଙ୍କୁ ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି । ଏବେ କଲିକତା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ … Read More

ମାର୍ଚ୍ଚ ୮ ଓ ୯ରେ ହେବାକୁ ଥିବା ଓଡ଼ିଶା ପୋଲିସ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ

ଭୁବନେଶ୍ବର: ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ । ମାର୍ଚ୍ଚ ୮ ଏବଂ ୯ ତାରିଖରେ ହେବାକୁ ଥିବା ଓଡ଼ିଶା ପୋଲିସର ଗ୍ରୁପ୍‌ ବି ପରୀକ୍ଷା ସ୍ଥଗିତ କରାଯାଇଛି । ଓପିଆରବି ଦ୍ୱାରା ହେବାକୁ ଥିବା … Read More

ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟି ପିଟି ହତ୍ୟା

ପିପିଲି: ନିଶାରେ ଅଭ୍ୟସ୍ତଙ୍କୁ ନିଶାରୁ ଦୂରେଇବା ପାଇଁ ଖୋଲା ଯାଇଛି ନିଶା ନିବାରଣ କେନ୍ଦ୍ର । ହେଲେ ସେଠାରେ ନିଶାଗ୍ରସ୍ତଙ୍କୁ ଭଲ କରିବା ବଦଳରେ ଜୀବନ ଯାଉଛି । ପିଟି ପିଟି ଯୁବକକୁ ମାରି ଦେଇଥିବାର ପରିବାର ଲୋକେ ଅଭିଯୋଗ କରିଛନ୍ତି । … Read More

ତେନ୍ତୁଲି ପଦର ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ୩୦ ବଖରା ଧ୍ଵଂସ ସ୍ତୁପରେ ପରିଣତ

ଆଠମଲ୍ଲିକ : ଆଠମଲ୍ଲିକ ବ୍ଲକ ଲୁହାସିଙ୍ଗା ପଞ୍ଚାୟତ ତେନ୍ତୁଲି ପଦର ଗ୍ରାମରେ ଘଟିଯାଇଛି ଭୟାବହ ଅଗ୍ନିକାଣ୍ଡ । ଆଜି ଅପରାହ୍ନ ପ୍ରାୟ ୪ ଟା ବେଳେ ଅଗ୍ନିକାଣ୍ଡ ଘଟିଥିଲା । ୯ ଟି ପରିବାର ସର୍ବସ୍ବାନ୍ତ ହୋଇଥିବାବେଳେ  ୩୦ ବଖରା ଧ୍ଵଂସ ସ୍ତୁପରେ ପରିଣତ … Read More

ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କ ସହ ୫ ସଦସ୍ୟଙ୍କୁ ବହିଷ୍କାର କଲେ ସରକାର

ଭୁବନେଶ୍ବର: ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ରାଜ୍ୟ ସରକାର । ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କୁ କାର୍ଯ୍ୟରୁ ବିଦା କଲେ ସରକାର । ଗୁରୁବାର ମନ୍ଦାକିନୀ କରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର କରାଯାଇଛି । ଏଥିସହିତ ଆୟୋଗର ୫ ଜଣ … Read More

ସର୍ଚ୍ଚ ଅପରେସନ ବେଳେ ବଡ଼ ଧରଣର ମାଓ ଡ଼ମ୍ପ ଉଦ୍ଧାର

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୋଲିସକୁ ପୁଣି ମିଳିଛି ଆଉ ଏକ ବଡ଼ ସଫଳତା । ସର୍ଚ୍ଚ ଅପରେସନ ବେଳେ ବଡ଼ ଧରଣର ମାଓ ଡ଼ମ୍ପ ଉଦ୍ଧାର କରାଯାଇଛି । ଜବାଗାଟା ଜଙ୍ଗଲ ସୁରକ୍ଷାକର୍ମୀ ମାନେ ସର୍ଚ୍ଚ … Read More

ନେହେରୁବଙ୍ଗଳା ମାଛଧରା ବନ୍ଦରରେ ଅଗ୍ନିକାଣ୍ଡ, ଜଳିଗଲା ୧୨ ଟି ବଡ଼ ବୋଟ୍ ଓ ୮ ରୁ ଉର୍ଦ୍ଧ୍ବ ଟାପା

ପାରାଦୀପ : ପାରାଦୀପ ନେହେରୁବଙ୍ଗଳା ମାଛଧରା ବନ୍ଦରରେ ଅଗ୍ନିକାଣ୍ଡ । ୧୨ ଟି ବଡ଼ ବୋଟ୍ ଓ ୮ ରୁ ଉର୍ଦ୍ଧ୍ବ ଟାପା ଜଳି ଯାଇଛି । ମାଛଧରା ବନ୍ଦରରେ ରହିଛି ୬୫୦ ବଡ଼ ବୋଟ୍ ୪୦୦ ଟାପା । ଅଗ୍ନିକାଣ୍ଡ ର … Read More

ତଳକୁ ଖସିଲା ଶ୍ରୀମନ୍ଦିର ନୀଳଚକ୍ର ବାନା

ପୁରୀ: ପୁରୀ ଶ୍ରୀମନ୍ଦିରରେ ଅଘଟଣ । ତଳକୁ ଖସିଲା ଶ୍ରୀମନ୍ଦିର ନୀଳଚକ୍ର ବାନା । ଆଜି ବାନା ବାନ୍ଧିବାକୁ ଚୂନରା ସେବାୟତ ନୀଳଚକ୍ର ଉପରକୁ ଯାଉଥିବା ବେଳେ ଅସାବଧାନତା ହେତୁ ନୂଆ ବାନାଗୁଡିକ ଖସିପଡି କାଞ୍ଚି ଗଣେଶ ମନ୍ଦିର ସମ୍ମୁଖ ନୃସିଂହ … Read More