ଅମରନାଥ ଯାତ୍ରା ଜୁଲାଇ ୩ ରୁ ଆରମ୍ଭ ହୋଇ ଅଗଷ୍ଟ ୯ ପର୍ଯ୍ୟନ୍ତ ଚାଲିବ
ନୂଆଦିଲ୍ଲୀ: ଅମରନାଥ ଯାତ୍ରା ପାଇଁ ଅପେକ୍ଷା କରି ରହିଥିବା ଶ୍ରଦ୍ଧାଳୁମାନଙ୍କ ପାଇଁ ଖୁସି ଖବର। ଅମରନାଥ ଯାତ୍ରା ପାଇଁ ତାରିଖ ଘୋଷଣା ହୋଇଯାଇଛି। ଶ୍ରୀ ମାତା ବୈଷ୍ଣୋଦେବୀ ମନ୍ଦିର ବୋର୍ଡର ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ, ଅମରନାଥ ଯାତ୍ରା ଜୁଲାଇ ୩ … Read More
