ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମୀରା ପରିଡା, କୁତ୍ସାରଟନାକୁ ନେଇ ଗଣମାଧ୍ୟମ ବିରୋଧରେ କଲେ ମାମଲା
କଟକ : ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମୀରା ପରିଡା । ସାମାଜିକ ଗଣମାଧ୍ୟମ ଓ ଗଣମାଧ୍ୟମ ବିରୋଧରେ କଲେ ମାମଲା । ମୀରାଙ୍କୁ ନେଇ ଚାଲିଥିବା କୁତ୍ସାରଟନାକୁ ନେଇ ଏହି ମାମଲା ହୋଇଛି । ଏ ସବୁ ତୁରନ୍ତ ବନ୍ଦ କରିବା ପାଇଁ … Read More
