ଉତ୍ତମଙ୍କ ବିୟୋଗରେ ରାଷ୍ଟ୍ରପତିଙ୍କ ଶୋକ ପ୍ରକାଶ
ଭୁବନେଶ୍ଵର: ଅଫେରା ରାଇଜରେ ଓଲିଉଡର ମହାନାୟକ । ଆଉ ନାହାନ୍ତି ଏଭରଗ୍ରୀନ୍ ହିରୋ । ଦିଲ୍ଲୀରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛି ଉତ୍ତମ ମହାନ୍ତିଙ୍କ ପାର୍ଥିକ ଶରୀର । ପାର୍ଥିବ ଶରୀରକୁ ବିମାନବନ୍ଦରରୁ ସିଧାସଳଖ ଜଗନ୍ନାଥ ବିହାରସ୍ଥିତି ବାସଭବନକୁ ନିଆଯାଇଛି । ସେଠାରେ ଅନ୍ତିମ ଦର୍ଶନ … Read More
