ଏମ୍ସ ଭୁବନେଶ୍ୱରରେ ଲିଭର ଟ୍ରାନ୍ସପ୍ଲାଣ୍ଟେସନ୍ କ୍ଲିନିକ୍ ଉଦ୍ଘାଟିତ
ଭୁବନେଶ୍ୱର: ଯକୃତ(ଲିଭର) ପ୍ରତିରୋପଣ ସେବା ପ୍ରତିଷ୍ଠା କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ଵରୂପ, ଏମ୍ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଯକୃତ ପ୍ରତିରୋପଣ କ୍ଲିନିକ୍ ଉଦଘାଟିତ ହୋଇଯାଇଛି। ଏହା ଉନ୍ନତ ଯକୃତ ଯତ୍ନ କ୍ଷେତ୍ରରେ ଏକ ବିଶେଷ ସଂଭାବନା ସୃଷ୍ଟି କରିଛି। … Read More
