SCBରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ, ନବଜାତ କନ୍ୟାକୁ ବଦଳ କରି ମୃତ ଶିଶୁ ଧରାଇ ଦେଲେ କର୍ମଚାରୀ
କଟକ: କଟକ ଏସସିବିରେ ପୁଣି ଶିଶୁ ଅଦଳବଦଳ ଅଭିଯୋଗ । ଏସ୍ଏନସିୟୁରେ ଚିକିତ୍ସାଧୀନ ବେଳେ ବଦଳ ହୋଇଥିବା ଅଭିଯୋଗ ହୋଇଛି । ନବଜାତ କନ୍ୟାକୁ ବଦଳ କରି କର୍ମଚାରୀମାନେ ଏକ ମୃତ ଶିଶୁ ଧରାଇ ଦେଇଥିବା ଅଭିଯୋଗ କରିଛନ୍ତି ସମ୍ପର୍କୀୟ । … Read More
