କିଟ୍ ରେ ନେପାଳୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ଉତ୍ତେଜନା

ଭୁବନେଶ୍ୱର : କିଟ୍ ରେ ତୃତୀୟ ବର୍ଷ ବିଟେକ୍‍ ପଢ଼ୁଥିବା ଜଣେ ନେପାଳ ଛାତ୍ରୀ ରବିବାର ହଷ୍ଟେଲରେ ଜୀବନ ହାରିଥିଲେ  ।  ଏନେଇ ଗଣାମାଧ୍ୟମରେ ସୂଚନା ଦେଇଛନ୍ତି କୁଳ ସଚିବ ଜ୍ଞାନ ରଞ୍ଜନ ମହାନ୍ତି  । ଛାତ୍ରୀଙ୍କ ସହ କିଟରେ ପାଠ ପଢ଼ୁଥିବା … Read More

ଗାଜା ଛାଡିବାକୁ ନିଷ୍ପତ୍ତି ନେଲା ହମାସ: ପାଲେଷ୍ଟାଇନ କର୍ତ୍ତୃପକ୍ଷଙ୍କୁ କ୍ଷମତା ହସ୍ତାନ୍ତର କରିବାକୁ ଘୋଷଣା

ଗାଜା: ହମାସ ପାଲେଷ୍ଟାଇନର ଗାଜା ଷ୍ଟ୍ରିପକୁ ପାଲେଷ୍ଟାଇନୀ କର୍ତ୍ତୃପକ୍ଷ (ପିଏ)କୁ ହସ୍ତାନ୍ତର କରିବାକୁ ରାଜି ହୋଇଛି। ସ୍କାଏ ନ୍ୟୁଜ୍ ଆରବିୟାର ଏକ ରିପୋର୍ଟରେ ଏହି ଦାବି କରାଯାଇଛି। ପିଏ ହେଉଛି ଅନ୍ତର୍ଜାତୀୟ ସ୍ତରରେ ସ୍ୱୀକୃତିପ୍ରାପ୍ତ ପାଲେଷ୍ଟାଇନ ସରକାର। ଏହା ୧୯୯୩ ଓସଲୋ … Read More

ଏଥର ରଥଯାତ୍ରାକୁ ଜଗିବ AI କ୍ୟାମେରା

ପୁରୀ :  ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଜଗିବ ଏଆଇ କ୍ୟାମେରା ।  ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ଏସପି । ଟ୍ରାଫିକ୍ ଓ କ୍ରାଉଡ୍ ମ୍ୟାନେଜମେଣ୍ଟ ପାଇଁ ବଡ଼ଦାଣ୍ଡରେ ଲାଗିବ ଏଆଇ କ୍ୟାମେରା । ଏନଏଚ୍ ଓ ବଡ଼ଦାଣ୍ଡରେ କ୍ୟାମେରା … Read More

କର୍ମଚାରୀଙ୍କୁ ୧୪ କୋଟି ଟଙ୍କା ବୋନସ୍‌

ନୂଆଦିଲ୍ଲୀ:  କୋଏମ୍ବାଟୁରର ଏକ ଏଆଇ ଷ୍ଟାର୍ଟଅପ୍‌ କମ୍ପାନୀ ବର୍ତ୍ତମାନ ବେଶ୍‌ ଚର୍ଚ୍ଚାରେ ରହିଛି। କୋଭାଇ.କୋ ନାମକ ଏହି କମ୍ପାନୀ ନିଜର ୧୪୦ଜଣ କର୍ମଚାରୀଙ୍କୁ ବୋନସ ବାବଦରେ ୧୪ କୋଟି ଟଙ୍କା ପ୍ରଦାନ କରିଥିବା ଜଣାପଡ଼ିଛି। ଏହି କମ୍ପାନୀ ବିବିସି, ବୋଇଂ ଓ … Read More

ରାଜ୍ୟରେ ଖାଲିପଡିଛି ଆଇଏଏସ୍ ଏବଂ ଆଇପିଏସ୍ ପଦବୀ

ଭୁବନେଶ୍ବର: ରାଜ୍ୟରେ ଆଇଏଏସ୍ ଏବଂ ଆଇପିଏସ୍ ଅଧିକାରୀଙ୍କ ମରୁଡି । ଖାଲି ପଡିଛି ପଦବୀ ୬୬ ଆଇଏଏସ୍ ପଦବୀ ଓ ୬୯ ଆଇପିଏସ୍ । ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ … Read More

ଅମିତାଭଙ୍କ ଜ୍ବାଇଁଙ୍କ ଉପରେ ଲାଗିଲା ଜୀବନ ହାରିବା ପାଇଁ ପ୍ରବର୍ତ୍ତାଇଥିବାର ଅଭିଯୋଗ

ଲକ୍ଷ୍ନୌ: ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ଜ୍ବାଇଁ ନିଖିଲ ନନ୍ଦାଙ୍କ ବିରୋଧରେ ରୁଜୁ ହେଲା ମାମଲା। ଉତ୍ତର ପ୍ରଦେଶର ବଦାୟୁଁ ଜିଲ୍ଲାର ଦାନଗଞ୍ଜ ପୁଲିସ ଷ୍ଟେସନରେ ନିଖିଲ ନନ୍ଦାଙ୍କ ସମେତ ଟ୍ରାକ୍ଟର କମ୍ପାନର ଅନେକ ଅଧିକାରୀଙ୍କ ବିରୋଧରେ ଠକେଇ ଏବଂ ଆତ୍ମହତ୍ୟା … Read More

ମୋ ବସ୍ ନା ମର୍ଡର ବସ୍? ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦୋଷ

ଭୁବନେଶ୍ୱର : ବିଧାନସଭାରେ ବି ଉଠିଲା ମୋ ବସ୍ ଦୁର୍ଘଟଣା ପ୍ରସଙ୍ଗ ।  ମୋ ବସ୍ ନା ମର୍ଡର ବସ୍ ?  ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦୋଷ ।  ମୋ ବସ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ … Read More

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ୮ ମାସରେ ୫୦ ସରକାରୀ ବାବୁଙ୍କ ନାଁରେ ମାମଲା

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଜାରି ରହିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ। ଏହାରି ଭିତରେ ରାଜ୍ୟରେ ଦୁର୍ନୀତିକୁ ନେଇ ଗୃହରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଧରିବାକୁ ଭିଜିଲାନ୍ସ ଚେଷ୍ଟା ଜାରି ରଖିଥିବା … Read More

ମୋଦୀଙ୍କ ଫେରିବାର ସପ୍ତାହେ ବିତିନି ଭାରତକୁ ଆଉ ଏକ ଝଟ୍‌କା ଦେଲା ଆମେରିକା: ବନ୍ଦ କଲା ନିର୍ବାଚନ ପାଣ୍ଠି

ନୂଆଦିଲ୍ଲୀ: ମୋଦୀଙ୍କ ଆମେରିକା ଗସ୍ତ ସାରି ଫେରିବାର ସପ୍ତାହ ବିତିନି ଭାରତକୁ ଆଉ ଏକ ଶକ୍ତ ଝଟ୍‌କା ଦେଲା ଆମେରିକା। ଭାରତରେ ଭୋଟରଙ୍କ ସଂଖ୍ୟା ବୃଦ୍ଧି କରିବା ପାଇଁ ଆମେରିକା ଦେଉଥିବା ୨୧ ନିୟୁତ ଡଲାର ପାଣ୍ଠିକୁ ରଦ୍ଦ କରି ଦେଇଛି। … Read More

ପୁରୀରେ ଭୂକମ୍ପ ଗୁଜବ, ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ପକ୍ଷରୁ କୌଣସି ସୂଚନା ନାହିଁ

ପୁରୀ: ପୁରୀରେ ଭୂକମ୍ପ ଗୁଜବ ।  ଆଜି ସକାଳେ ପୁରୀରେ ୪.୭ ତୀବ୍ରତାରେ ଭୂକମ୍ପ ନେଇ କିଛି ଗଣମାଧ୍ୟମରେ ହୋଇଥିଲା ଜୋରଦାର ଚର୍ଚ୍ଚା ।  କିନ୍ତୁ ଏନେଇ ନ୍ୟାସନାଲ ସେଣ୍ଟର ଫର୍ ସେସମୋଲୋଜି ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ ।  ଆଜି କେବଳ … Read More