‘ମହାକୁମ୍ଭ ବହୁତ ଫାଲ୍ତୁ, ଏହାର କୌଣସି ଅର୍ଥ ନାହିଁ’
ପାଟନା,୧୬।୨: ମହାକୁମ୍ଭକୁ ନେଇ ଆରଜେଡି ମୁଖ୍ୟ ତଥା ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। କୁମ୍ଭ ବହୁତ ଫାଲ୍ତୁ, ଏହାର କୌଣସି ଅର୍ଥ ନାହିଁ ବୋଲି ସେ କହିଛନ୍ତି। ଏଥିସହ ନୂଆଦିଲ୍ଲୀ ରେଳ ଷ୍ଟେଶନ ଦୁର୍ଘଟଣାକୁ … Read More
