ପ୍ରଶ୍ନକାଳରେ ବିରୋଧୀଙ୍କ ହଟ୍ଟଗୋଳ, ନିନ୍ଦା କଲା ବିଜେପି

ଭୁବନେଶ୍ବର: ଆଜି ବଜେଟ ଅଧିବେଶନର ଦ୍ବିତୀୟ ଦିନ । ହେଲେ ବିରୋଧୀଙ୍କ ବାରମ୍ବାର ହଟ୍ଟଗୋଳ ଯୋଗୁଁ ଚାଲିପାରୁନି ଗୃହ । ବିରୋଧି ବିଜେଡି ଏବଂ କଂଗ୍ରେସ ବିଭିନ୍ନ ପ୍ରସଙ୍ଗ ଉଠାଇ ଗୃହ ମଧ୍ୟକୁ ଆସି ହଙ୍ଗାମା କରିଛନ୍ତି । ଏମିତିକି ଆଜି … Read More

କଟକରେ ମହିଳାଙ୍କୁ ଖଣ୍ଡାରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

କଟକ: କଟକରେ ଚାଞ୍ଚଲ୍ୟ । ଦିନ ଦ୍ୱିପ୍ରହରରେ ମହିଳାଙ୍କୁ ଖଣ୍ଡାରେ ହାଣି ବିଭତ୍ସ ହତ୍ୟା କରାଯଇଛି । କଟକ ପୋତାପୋଖୋରି ଅଞ୍ଚଳରେ ଘଟିଛି ଏହି ହତ୍ୟାକାଣ୍ଡ । ପାଣି ଟାଙ୍କି ନିକଟରେ ଥିବା ବସ୍ତି ଭିତରେ ମହିଳାଙ୍କୁ ଖଣ୍ଡାରେ ହାଣି ହତ୍ୟା … Read More

ପରିବର୍ତ୍ତନ ହେଲା ନନ୍ଦନକାନନର ପ୍ରବେଶ ଓ ପ୍ରସ୍ଥାନ ପଥ

ଭୁବନେଶ୍ଵର: ପରିବର୍ତ୍ତନ ହେଲା ନନ୍ଦନକାନନର ପ୍ରବେଶ ଓ ପ୍ରସ୍ଥାନ ପଥ। ନନ୍ଦନକାନନର ଉନ୍ନତିମୂଳକ କାର୍ଯ୍ୟ ଚାଲୁଥିବା ଯୋଗୁଁ ପର୍ଯ୍ୟଟକମାନଙ୍କ ପାଇଁ ପ୍ରବେଶ ଏବଂ ପ୍ରସ୍ଥାନ ପଥରେ ପରିବର୍ତ୍ତନ କରାଯାଇଛି। ଫଳରେ ପର୍ଯ୍ୟଟକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ପୂର୍ବରୁ … Read More

୧୯ କିମ୍ବା ୨୦ ତାରିଖରେ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ

ନୂଆଦିଲ୍ଲୀ: ଏଥର ଦିଲ୍ଳୀରେ ସରକାର ଗଠନ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି (ବିଜେପି)। ଆସନ୍ତା ‌୧୯ କିମ୍ବା ୨୦ ତାରିଖରେ ଦିଲ୍ଳୀରେ ବିଜେପି ସରକାର ଗଠନ କରିବ ବୋଲି ଶୁଣିବାକୁ ମିଳୁଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ୧୯ … Read More

ଜେଲଗଲା କୋଟିପତି ଚୋର ସତୀଶ, ଚୋରି ଟଙ୍କାରେ କରୁଥିଲା ମସ୍ତି

ଭୁବନେଶ୍ଵର: ଘଟଣାର ଦୁଇ ସପ୍ତାହର ପରେ ଶେଷରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି କରିଥିବା ଚୋରକୁ ଧରିଛି ପୋଲିସ । ଆନ୍ଧ୍ରପ୍ରଦେଶ ବିଶାଖାପାଟଣାରୁ ଆସି ଭୁବନେଶ୍ବରର ଭିଭିଆଇପି ଅଞ୍ଚଳରୁ ଚୋରି କରିଥିବା ୱାନ୍‌ମ୍ୟାନ୍‌ ଆର୍ମି ତଥା ସ୍ପାଇଡର୍‌ … Read More

ଗିରଫ ହେଲେ ଡାଟା ଏଣ୍ଟ୍ରି ଅପରେଟର, ଚଢ଼ଉ ବେଳେ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ

ଜୟପୁର : ଗିରଫ ହେଲେ କୋଟିପତି ଆକାଉଣ୍ଟାଣ୍ଟ । କୋରାପୁଟ କୋଟପାଡ଼ ବାଟସଣା ପଞ୍ଚାୟତର ଆକାଉଣ୍ଟାଣ୍ଟ ତଥା ଡାଟା ଏଣ୍ଟ୍ରି ଅପରେଟର ପାର୍ଥସାରଥୀ ବିଷୋୟୀ ଗିରଫ ହୋଇଛନ୍ତି । ଚଢ଼ଉ ବେଳେ କୋଟି କୋଟି ଟଙ୍କାର ସଂପତ୍ତି ଠାବ ହୋଇଥିଲା । କୋରାପୁଟ … Read More

‘‘ରାଜ୍ୟରେ ପଞ୍ଚାୟତକୁ ଅଧିକାର ହସ୍ତାନ୍ତର ସ୍ଥିତି- ଏକ ସାଂକେତିକ ସାକ୍ଷ୍ୟ ଆଧାରିତ ମାନ୍ୟତା’’ ରିପୋର୍ଟ ଉନ୍ମୋଚିତ

ନୂଆଦିଲ୍ଲୀ: କେନ୍ଦ୍ର ପଞ୍ଚାୟତିରାଜ, ମତ୍ସ୍ୟ ପ୍ରାଣୀସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନ ରାଷ୍ଟ୍ରମନ୍ତ୍ରୀ ପ୍ରଫେସର ଏସପି ସିଂ ବାଘେଲ ଆଜି ନୂଆଦିଲ୍ଲୀରେ ‘‘ରାଜ୍ୟରେ ପଞ୍ଚାୟତକୁ ଅଧିକାର ହସ୍ତାନ୍ତର ସ୍ଥିତି- ଏକ ସାଂକେତିକ ସାକ୍ଷ୍ୟ ଆଧାରିତ ମାନ୍ୟତା’’ ରିପୋର୍ଟକୁ ଉନ୍ମୋଚନ କରିଛନ୍ତି। ଢାଞ୍ଚା, ପରିଚାଳନା, … Read More

ବାବୁସାନ୍‌ଙ୍କୁ ଭିଡିଓ କଲ୍‌ କରି ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରିଲେ ନବୀନ, ହସ୍ପିଟାଲରେ ପହଞ୍ଚିଲେ ଅନୁଭବ

ଭୁବନେଶ୍ୱର,୧୩ା୨: ଓଲିଉଡ୍‌ର ୮୦ ଦଶକର ସୁପରଷ୍ଟାର ଉତ୍ତମ ମହାନ୍ତି ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ବାବୁସାନ୍‌ଙ୍କୁ ଭିଡିଓ କଲ୍‌ କରି ଉତ୍ତମଙ୍କ ସ୍ବାସ୍ଥ୍ୟାବସ୍ଥା … Read More

କେନ୍ଦ୍ର ହୁଇସିଲ ମାରିଲେ ବିଜେଡି ଭାଙ୍ଗିଯିବ – ଜୟନାରାୟଣ

ଭୁବନେଶ୍ୱର, ୧୩।୨: ବିଜେଡି ବିଧାୟକ ସନାତନ ମହାକୁଡ଼ ଭାଜପା ମିଶିବା ଚର୍ଚ୍ଚା ମଧ୍ୟରେ ବିସ୍ଫୋରକ ବୟାନ ଦେଇଛନ୍ତି ଭାଜପା ବିଧାୟକ ଜୟନାରାୟଣ ମିଶ୍ର। ଜୟନାରାୟଣ କହିଛନ୍ତି, କେନ୍ଦ୍ର ହୁଇସିଲ ମାରିଲେ ବିଜେଡି ଭାଙ୍ଗିଯିବ। ସେ ଆହୁରି କହିଛନ୍ତି କାଳେ ସବୁ ଭାଜପା … Read More

ସୁରଙ୍କ ଉପରୁ ଉଠିବ ନିଲମ୍ବନ!

ଭୁବନେଶ୍ୱର,୧୩।୨: କଂଗ୍ରେସର ବରିଷ୍ଠ ନେତା ସୁରେଶ ରାଉତରାୟ ଏବେ ଚର୍ଚ୍ଚାକୁ ଆସିଛନ୍ତି। କୁହାଯାଉଛି ଭକ୍ତ ଚରଣ ଦାସ କଂଗ୍ରେସର ନୂଆ ପିସିସି ସଭାପତି ନିଯୁକ୍ତ ହେବା ପରେ ସୁରଙ୍କ ଉପରୁ ନିଲମ୍ବନ ଆଦେଶ ଉଠିପାରେ । ଏହାକୁ ନେଇ ସୁର ତାଙ୍କ … Read More