‘ସତ୍ୟବାଦୀ ବକୁଳବନର ଐତିହ୍ୟକୁ ସୁରକ୍ଷିତ ରଖି ଏହାର ପୁନରୁଦ୍ଧାର ଓ ବିକାଶ କରାଯିବ’

ଭୁବନେଶ୍ୱର: ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରିବା ସହିତ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଲୋକସେବା ଭବନଠାରେ … Read More

ବାରବାଟୀ ଦିନିକିଆ: ସୁରକ୍ଷା ପାଇଁ ମୁତୟନ ହେବେ ୫୦ ପ୍ଲାଟୁନ ଫୋର୍ସ, ଷ୍ଟାଡିୟମ ଭିତରକୁ ବୋତଲ ମନା

କଟକ: ଫେବୃଆରୀ ୯ (ରବିବାର) ବାରବାଟୀ ଷ୍ଟାଡିୟମରେ ହେବ ମହାମୁକାବିଲା । ସୁପର ସଣ୍ଡେରେ ହେବ ସୁପର ଫାଇଟ୍‌ । ଇଣ୍ଡିଆ-ଇଂଲଣ୍ଡ ମଧ୍ୟରେ ହେବ କଡ଼ା ଟକ୍କର । ତେବେ ଏଥିପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ । ଏହି ମହାମୁକାବିଲା … Read More

ଟ୍ରମ୍ପ ଓ ମାକ୍ରନଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୦ ତାରିଖରୁ ବିଦେଶ ଗସ୍ତରେ ଯିବେ। ଏହା ପ୍ରଧାନମନ୍ତ୍ରୀଙ୍କର ଏକ ହାଇପ୍ରୋଫାଇଲ ଗସ୍ତ ହେବ। କାରଣ ମୋଦୀ ପ୍ରଥମେ ଫ୍ରାନ୍ସ ଏବଂ ପରେ ପରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଆମେରିକା ଗସ୍ତ ସମୟରେ … Read More

ଭାରତ ଇଂଲଣ୍ତ ଦିନିକିଆ ମ୍ୟାଚରେ ଟିକେଟ୍ ବ୍ଲାକରେ ବିକ୍ରି କରି ୭ ଗିରଫ, ୨୫ ଟିକେଟ୍ ଜବତ

କଟକ: ଓଡ଼ିଶାକୁ ଚଢିଲାଣି କ୍ରିକେଟ ଫିଭର। ସୁପର ସଣ୍ଡେରେ ସୁପର ସୋ । ଆଜି ଭୁବନେଶ୍ବର ଆସିବ ଟିମ ଇଣ୍ଡିଆ। ମେନ ଇନ୍ ବ୍ଲ୍ୟୁ କୁ ଭବ୍ୟ ସ୍ବାଗତ ଜଣାଇବ ଓଡ଼ିଶା। ରବିବାର ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଦିନିକିଆ ମ୍ୟାଚ। ସେହି … Read More

‘ଅଣଛାତ୍ର କଲେଜରେ ପଶି ବିଶୃଙ୍ଖଳା କଲେ ହେବ କାର୍ଯ୍ୟାନୁଷ୍ଠାନ’

ପାରାଦୀପ: ପାରାଦୀପ କଲେଜର ସୁବର୍ଣ୍ଣ ଜୟନ୍ତୀ ଅବସରରେ ଯୋଗଦେଇ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଛନ୍ତି ଯେ ଅଣଛାତ୍ର କଲେଜରେ ପଶି ବିଶୃଙ୍ଖଳା କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେମାନଙ୍କ ଅବସ୍ଥା ହିନ୍ଦୀ ଚଳଚ୍ଚିତ୍ର ‘ସତ୍ୟା’ର ଭିକୁ ମାତ୍ରେ ଭଳି … Read More

ଘରୋଇ ହିଂସାରେ କୌଣସି ସମ୍ପର୍କୀୟଙ୍କୁ ଫସାଇବା ଭୁଲ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସ୍ୱାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ବିବାଦରେ ସ୍ୱାମୀଙ୍କ ସମ୍ପର୍କୀୟମାନଙ୍କୁ ମଧ୍ୟ ଅନାବଶ୍ୟକ ଭାବରେ ପକ୍ଷଭୁକ୍ତ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଯଦି ଜଣେ ସମ୍ପର୍କୀୟ ଘରୋଇ ହିଂସା ମାମଲାରେ ହସ୍ତକ୍ଷେପ କରନ୍ତି ନାହିଁ, ତେବେ ତାଙ୍କୁ ଫୌଜଦାରୀ ମାମଲାରେ … Read More

ମୋ ବସ୍ ସ୍ପିଡ୍ ରେ ଲାଗିବ ବ୍ରେକ୍; ୪୦ କିମି ବେଗରୁ ଅଧିକ ସ୍ପିଡ୍‌ରେ ଯିବନି ଗାଡି

ଭୁବନେଶ୍ବର: ବର୍ତ୍ତମାନ ଅନେକ ସମୟରେ ଲଗାତାର ଭାବେ ରାଜଧାନୀ ରାଜ ରାସ୍ତାରେ ମୋ ବସ୍ ଦୁର୍ଘଟଣାର ଶିକାର ହେଉଛନ୍ତି ଲୋକେ । ମୋ ବସ ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା କାରଣରୁ ନିକଟରେ ଏକ ୧୩ ବର୍ଷ ନାବାଳିକାର ଜୀବନ ଯାଇଥିଲା … Read More

ସାଇବର ଠକେଇ ରୋକିବାକୁ ରିଜର୍ଭ ବ୍ୟାଙ୍କର ନୂଆ ଉପାୟ

ମୁମ୍ବାଇ : ଦେଶରେ ସାଇବର ଠକେଇ ମାମଲା ବଢିଚାଲିଛି । ବ୍ୟାଙ୍କମାନେ ଯେତେ ସୁରକ୍ଷା ବ୍ୟବସ୍ଥା କଲେ ବି ଚୋରମାନେ ଅଭିନବ ଉପାୟ ବାହାର କରି ଲୋକମାନଙ୍କୁ ଠକିବାରେ ଲାଗିଛନ୍ତି । ଏବେ ସାଇବର ଠକେଇ ରୋକିବାକୁ ରିଜର୍ଭ ବ୍ୟାଙ୍କ କେତେକ … Read More

ରାଜଧାନୀରେ ପ୍ରୟୋଗ ହେବ SMA ଟେକ୍ନୋଲୋଜି, କମିବ ଖାଲଖମା ଓ ଦୁର୍ଘଟଣା

ଭୁବନେଶ୍ବର: ରାଜଧାନୀର ସବୁ ଛକରେ ପ୍ରୟୋଗ ହେବ ଷ୍ଟୋନ୍ ମାଟ୍ରିକ୍ସ ଆସ୍ପାଲ୍ଟ ବା SMA ଟେକ୍ନୋଲୋଜି। ପ୍ରଥମ ପର୍ଯ୍ୟାୟରେ କ୍ୟାପିଟାଲ ହସ୍ପିଟାଲ ଛକରେ ଆରମ୍ଭ କରାଯାଇଛି ଏହି ପଦ୍ଧତି। ପରେ ପରେ ସହରର ପ୍ରମୁଖ ୧୦ଟି ଛକର ରାସ୍ତାରେ କରାଯିବ ଏଭଳି … Read More

‘ଆୟୁଷ୍ମାନ କାର୍ଡ଼ ଛପା ଚାଲିଛି, ଯୋଜନାରେ ସାମିଲ ହେବେ ସାଢ଼େ ୩ କୋଟି ଲୋକ’

ଭୁବନେଶ୍ୱର: ଆୟୁଷ୍ମାନ ଯୋଜନାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା। ଏହି ଯୋଜନାରେ ସାଢ଼େ ୩ କୋଟି ଲୋକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଥିବା କହିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ବର୍ତ୍ତମାନ ଆୟୁଷ୍ମାନ କାର୍ଡ ଛପା ଚାଲିଛି ବୋଲି କହିଲେ ସ୍ୱାସ୍ଥ୍ୟ … Read More