ଗରିବଙ୍କ କୁଡ଼ିଆରେ ଫଟୋ ଉଠାଉଥିବା ଲୋକଙ୍କୁ ସଂସଦରେ ଗରିବଙ୍କ ଚର୍ଚ୍ଚା ବିରକ୍ତିକର ଲାଗିବ: ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ସଂସଦରେ ବଜେଟ୍ ଅଧିବେଶନ ମଧ୍ୟରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାନ ପ୍ରସ୍ତାବରେ ଗୃହକୁ ସମ୍ବୋଧନ କରୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ‘‘ମୁଁ ବହୁତ ଭାଗ୍ୟବାନ୍ ଯେ ଦେଶର ଲୋକମାନେ ମୋତେ ଚତୁର୍ଦ୍ଦଶ ଥର … Read More
