ପାକିସ୍ତାନର ଖୈବର ପଖତୁନଖ୍ବା ପ୍ରାନ୍ତରେ ପୁଣିଥରେ ଆତଙ୍କୀ ଆକ୍ରମଣ, ୫ ମୃତ
ପାକିସ୍ତାନର ଖୈବର ପଖତୁନଖ୍ବା ପ୍ରାନ୍ତରେ ପୁଣିଥରେ ଆତଙ୍କୀ ଆକ୍ରମଣ ହୋଇଛି । ଖୈବର ପଖତୁନଖ୍ବାରେ ଆତଙ୍କବାଦୀ ଅର୍ଦ୍ଧସୈନିକ ବଳ ଗାଡ଼ି ଉପରେ ଆକ୍ରମଣ କରିଛନ୍ତି । ଘଟଣାରେ ୪ ଜଣ ଯବାନଙ୍କ ସହିତ ୫ ଜଣଙ୍କର ମୃତ୍ୟୁ ହୋଇଛି । ପୋଲିସ … Read More
