ମ୍ୟାଚ ପୂର୍ବରୁ ବାରବାଟୀ ଷ୍ଟାଡିୟମରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

କଟକ: ବାରବାଟୀ ଷ୍ଟାଡିୟମରେ ଆଗାମୀ ଫେବୃଆରୀ ୯ ତାରିଖ ରେ ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହେବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମ୍ୟାଚ୍ ପାଇଁ ପ୍ରସ୍ତୁତ ଥିମ୍ ସଙ୍ଗ ଉନ୍ମୋଚନ କରିବା ପରେ ଷ୍ଟାଡିୟମର ପ୍ରସ୍ତୁତି ଅନୁଧ୍ୟାନ … Read More

ଉଭୟ ଗୃହରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି, ଦିନକ ପାଇଁ ଗୃହ ମୁଲତବୀ

ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିବା ପରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲୋକସଭା ଓ ରାଜ୍ୟସଭାରେ ଉପସ୍ଥାପିତ ହୋଇଥିଲା। ପରେ ଲୋକସଭାରେ ବାଚସ୍ପତି ଓମ୍ ବିର୍ଲା ଦେଶର ବିକାଶ ପାଇଁ ଡଃ ମନମୋହନ ସିଂହଙ୍କ ଅବଦାନ ଉପରେ ଆଲୋକପାତ … Read More

୪ ଦିନ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ

ପୁରୀ: ଗତ ୨୭ ତାରିଖ ଠାରୁ ଆରମ୍ଭ ହୋଇଥିବା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମକୁ ୪ ଦିନ ଯାଏଁ ବନ୍ଦ ରଖାଯିବ । ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବୃଆରୀ ୨, ୩, ୫ ଓ … Read More

ଗାଜିପୁରରେ ଭୟଙ୍କର ଦୁର୍ଘଟଣା, ମହାକୁମ୍ଭରୁ ବୁଡ଼ ପକାଇ ଫେରୁଥିବା ବେଳେ ପିଟିଦେଲା ଟ୍ରକ୍, ୬ ମୃତ

ଉତ୍ତରପ୍ରଦେଶର ଗାଜିପୁରରେ ଭୀଷଣ ସଡ଼କ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ଘଟିଛି । ଏଥିରେ ୧୩ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଦୁର୍ଘଟଣା ଏତେ ଭୟାବହ ଥିଲା ଯେ ଘଟଣାସ୍ଥଳରେ ହିଁ ୬ ଜଣଙ୍କ ପ୍ରାଣବାୟୁ ଉଡ଼ିଯାଇଥିଲା । ମହାକୁମ୍ଭରୁ … Read More

ସମର୍ଥ କେନ୍ଦ୍ରରୁ ସ୍ଥାନାନ୍ତର ହେଲେ ୪୨ ଜଣ ଦିବ୍ୟାଙ୍ଗ ଅନ୍ତେବାସୀ

ସମ୍ବଲପୁର: ସମର୍ଥରେ ନିର୍ଯାତିତ ୪୨ ଜଣ ମାନସିକ ଅନଗ୍ରସରଙ୍କୁ ସ୍ଥାନାନ୍ତରିତ କଲେ ସରକାର। ଅନ୍ତେବାସୀଙ୍କ ମଧ୍ୟରେ ଅଛନ୍ତି ୧୫ ମହିଳା ଓ ୨୭ ଜଣ ପୁରୁଷ। ସମ୍ବଲପୁର ସମର୍ଥ ଅନୁଷ୍ଠାନରେ ଦିବ୍ୟାଙ୍ଗଙ୍କୁ ନିର୍ୟାତନା ପରେ ପ୍ରଶାସନର ତତ୍ତ୍ବାବଧାନରେ ୪୨ଜଣ ଅନ୍ତେବାସୀଙ୍କୁ ସ୍ଥାନାନ୍ତରିତ … Read More

କଂଗ୍ରେସ ରାଷ୍ଟ୍ରପତିଙ୍କୁ ଅପମାନିତ କଲା: ପ୍ରଧାନମନ୍ତ୍ରୀ

କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି ଅରୁଚିକର ମନ୍ତବ୍ୟ ଦେବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ କହିଛନ୍ତି, କଂଗ୍ରେସର ରାଜ ପରିବାରକୁ ଦେଶୁ ପୁଣିଥରେ ଦେଖିଲା। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦକୁ … Read More

ଗିରଫ ହେଲେ କୋଟିପତି ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ

ବଣାଇ: ଗିରଫ ହେଲେ ବଣେଇ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ଏହାପରେ ତାଙ୍କୁ କୋର୍ଟ ଚାଲାଣ କରାଯିବ । ସୂଚନା ଅନୁସାରେ, ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ … Read More

୪.୯%କୁ ଖସିଲା ଖୁଚୁରା ମୁଦ୍ରାସ୍ଫିତି

କେନ୍ଦ୍ର ସରକାରଙ୍କ ସମୟୋପଯୋଗୀ ପଦକ୍ଷେପ ଯୋଗୁ ଖୁଚୁରା ମୁଦ୍ରାସ୍ଫିତି ୪.୯%କୁ ହ୍ରାସ ପାଇଛି। ୨୦୨୪ରେ ଖୁଚୁରା ମୁଦ୍ରାସ୍ଫିତି ୫.୪ % ଥିଲା ଓ ଏହା ଆର୍ଥିକ ବର୍ଷ ୨୦୨୫ରେ ୪.୯ %କୁ ହ୍ରାସ ପାଇଛି। ଆଜି ସଂସଦରେ କେନ୍ଦ୍ର ଅର୍ଥ ମନ୍ତ୍ରୀ … Read More

ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢ଼ୀ

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢ଼ୀ। ଭୁବନେଶ୍ୱର ତୋଷାଳି ଭବନରେ ଥିବା କାର୍ଯ୍ୟାଳୟରେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମଧୁସୂଦନ ପାଢ଼ୀ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରଛନ୍ତି। ପୂର୍ବତନ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ … Read More

ଛତିଶଗଡ଼ରେ ପ୍ରଥମ HMPV ରୋଗୀ, ୩ ବର୍ଷର ଶିଶୁ ସଂକ୍ରମିତ, ଆଇସିୟୁରେ ଭର୍ତ୍ତି

ଛତିଶଗଡ଼ରେ ପ୍ରଥମ HMPV ମାମଲା ସାମ୍ନାକୁ ଆସିଛି । କୋରବା ଜିଲ୍ଲାରେ ତିନି ବର୍ଷର ଏକ ଶିଶୁଠାରେ ହ୍ୟୁମାନ ମେଟାନ୍ୟୁମୋଭାଇରସ୍ (HMPV) ଚିହ୍ନଟ ହୋଇଛି । ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି । ରାଜ୍ୟରେ ଏହା ହେଉଛି ପ୍ରଥମ ଏଚଏମପିଭି … Read More