କଣାସରେ ଝାଡ଼ାବାନ୍ତି ନେଲା ଆଉ ଏକ ଜୀବନ; ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ଭୁବନେଶ୍ୱର: ପୁରୀ ଜିଲ୍ଲାର କଣାସ ବ୍ଲକରେ ପ୍ରଦ୍ୟୁଷିତ ଜଳ ପିଇ ଡ଼ାଇରିଆ ବ୍ୟାପିବା ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ଫଳରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ମୃତକ ହେଲେ କଣାସ ବ୍ଲକର ଜାଗୁଳେଇପଦର ଗ୍ରାମର ବାସିନ୍ଦା … Read More

ରାଷ୍ଟ୍ରପତିଙ୍କୁ ‘poor lady’ କହି ବିବାଦରେ ସୋନିଆ ଗାନ୍ଧୀ

ସଂସଦର ବଜେଟ ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଶାସକ ଏବଂ ବିରୋଧୀଙ୍କ ମଧ୍ୟରେ ବାକଯୁଦ୍ଧ ଆରମ୍ଭ ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ପରେ କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ତାଙ୍କୁ ଆକ୍ଷେପ କରି ‘poor lady’ ବୋଲି … Read More

ଅଲିଭରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ, ପ୍ରଥମ ଦିନରେ ୧୮୫ ଅଣ୍ଡା ସଂଗ୍ରହ

କୋଣାର୍କ: ଆରମ୍ଭ ହୋଇଛି ବିରଳ ପ୍ରଜାତି ଅଲିଭ ରିଡଲେ କଇଁଛଙ୍କ ଅଣ୍ଡାଦାନ ପ୍ରକିୟା । କୋଣାର୍କ ଚନ୍ଦ୍ରଭାଗା ସମୁଦ୍ର ଉପକୂଳରୁ ଗୁରୁବାର ବିଲମ୍ବିତ ରାତିରେ ପ୍ରଥମ କରି ଦୁଇଟି ଅଲିଭରିଡଲେ ୧୮୫ଟି ଅଣ୍ଡା ଦେଇଥିବା ଦେଖିବାକୁ ମିଳିଛି । ଏହି ସମସ୍ତ … Read More

ଅର୍ଥନୈତିକ ସର୍ଭେ ରିପୋର୍ଟ: ୨୦୨୫-୨୬ରେ ୬.୩ରୁ ୬.୮% ରହିବ ଜିଡିପି

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଆଗାମୀ ୨୦୨୫-୨୬ ଆର୍ଥିକ ବର୍ଷରେ ମୋଟ ଘରୋଇ ଉତ୍ପାଦ ବା ଡିଜିପି ୬.୩ ପ୍ରତିଶତରୁ ୬.୮ ପ୍ରତିଶତ ରହିବା ନେଇ ରିପୋର୍ଟରେ ଆକଳନ କରାଯାଇଛି। ଯାହା … Read More

ଛାତ୍ରାବାସରୁ ୧୫ ଛାତ୍ର ପଳାଇଯିବା ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ରାଉରକେଲା: ସୁନ୍ଦରଗଡ ଜିଲ୍ଲା ବଣାଇ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ସିହିଡିଆ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ଛାତ୍ରାବାସରୁ ୧୫ ଜଣ ଛାତ୍ର ଫେରାର ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ବଣାଇ ବିଇଓ ସୁନୀଲ ମୁଣ୍ଡୁ । ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ … Read More

କ୍ରିକେଟ୍‌ ଦେଖି ଘରକୁ ଫେରୁଥିଲେ, ବ୍ରିଜ୍‌ ଉପରେ ୩ବାଇକ୍‌ ଆରୋହୀଙ୍କ ମୃତ୍ୟୁ

ପଦ୍ମପୁର: ମହୁଲପାଲି ବ୍ରିଜରେ ବାଇକ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।ବଦେନବାହାଲ ଗାଁରୁ କ୍ରିକେଟ ମ୍ୟାଚ ଦେଖି ଫେରିବାବେଳେ ଘଟିଥିବା  ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୩ ଜଣଙ୍କ ଜୀବନ ଯାଇଛି । ଭାରସାମ୍ୟ ହରାଇ ବାଇକ ସହ ଘୋଷାଡ଼ି ହୋଇପଡ଼ିବାରୁ … Read More

ଡିଜିଟାଲ ଆରେଷ୍ଟର ଦେଖାଇ ନେଇଗଲେ ୩୪ ଲକ୍ଷ

ବ୍ରହ୍ମପୁର : ସାଇବର ଗ୍ୟାଙ୍ଗ ସବୁବର୍ଗର ଯୁବତୀଯୁବକଙ୍କଠାରୁ ଆରମ୍ଭ କରି ଉଚ୍ଚଶିକ୍ଷିତ ଲୋକଙ୍କୁ ମଧ୍ୟ ଠକିବାକୁ ପଛେଇନାହାନ୍ତି। ଏଥିପାଇଁ ସେମାନେ ନୂଆନୂଆ ତରିକା ଅପଣାଉଛନ୍ତି। ପୋଲିସ ମଧ୍ୟ ସେମାନଙ୍କ ଟେର ପାଇପାରୁନି। ପୋଲିସ ପକ୍ଷରୁ ଏନେଇ ଯେତେ ସଚେତନ କଲେ ମଧ୍ୟ … Read More

‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଗାଇଡଲାଇନକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର,୩୦।୧: ଗୁରୁବାର ଗ୍ରାମୀଣ ବିକାଶକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପଦକ୍ଷେପ ଅଧୀନରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିବା ପରେ ଓଡ଼ିଶାରେ ରାଜନୈତିକ ପାଣିପାଗ ଉଷ୍ମ ହୋଇଛି। ସରକାରରେ ପରିବର୍ତ୍ତନ ପରେ ପୂର୍ବ ସରକାରଙ୍କ ଯୋଜନାର … Read More

ଭୁବନେଶ୍ବରରେ ମୋହନ ଭାଗବତ

ଭୁବନେଶ୍ବର: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆରଏସଏସ) ପ୍ରମୁଖ ମୋହନ ଭାଗବତ ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସଂଘର ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ବିଜେପି ସଭାପତିଙ୍କ ନାମ ଘୋଷଣା ହେବା ପୂର୍ବରୁ … Read More

ପ୍ରଦର୍ଶନୀରେ ଟୁଲକିଟ ଓ ଯନ୍ତ୍ରାଂଶ ବିତରଣ କଲା କେଭିଆଇସି

କଟକ: ଭାରତ ସରକାରଙ୍କ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରାଳୟ ପକ୍ଷରୁ ଖଦି ଓ ଗ୍ରାମୋଦ୍ୟୋଗ କମିସନ (କେଭିଆଇସି)ଙ୍କ ପକ୍ଷରୁ ଗ୍ରାମୋଦ୍ୟୋଗ ବିକାଶ ଯୋଜନା (ଜିଭିବାଇ) ଯୋଜନା ଅନ୍ତର୍ଗତ କଟକସ୍ଥିତ ଜବାହରଲାଲ ଇନଡୋର ଷ୍ଟାଡିୟମରେ ହିତାଧିକାରୀମାନଙ୍କୁ ଯନ୍ତ୍ରାଂଶ ଓ ଟୁଲକିଟ … Read More