‘ସୁଭଦ୍ରା’ ପାଇଁ ବ୍ୟାଙ୍କରେ ଦୁଇ ଦିନିଆ ସ୍ବତନ୍ତ୍ର ବ୍ୟବସ୍ଥା: ୩ଲକ୍ଷରୁ ଅଧିକ ଆବେଦନକାରୀଙ୍କ ବିଫଳ ହୋଇଛି ଏନ୍ପିସିଆଇ
ଭୁବନେଶ୍ବର: ଯେଉଁ ‘ସୁଭଦ୍ରା’ ଆବେଦନକାରୀଙ୍କ ଏନ୍ପିସିଆଇ ଫେଲ୍ ହୋଇଛି ସେମାନଙ୍କ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି। ଆସନ୍ତାକାଲି ଓ ୩୦ତାରିଖରେ ଯେଉଁମାନଙ୍କୁ ବ୍ୟାଙ୍କରୁ କଲ୍ କିମ୍ବା ମେସେଜ୍ ଆସିଛି ସେମାନେ ବ୍ୟାଙ୍କକୁ ଯାଇ ସେମାନଙ୍କର ଏନ୍ପିସିଆଇକୁ ପୁନର୍ବାର ଆକ୍ଟିଭ୍ … Read More
