୧୨ ଲକ୍ଷ ୮୯ ହଜାର କୋଟି ପୁଞ୍ଜି ନିବେଶ ପ୍ରସ୍ତାବ; ୧୩ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି !
ଭୁବନେଶ୍ବର : ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍-୨୦୨୫ ସମ୍ମିଳନୀରେ ଦୁଇଦିନରେ ୧୨ ଲକ୍ଷ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପୁଞ୍ଜି ନିବେଶ ପାଇଁ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଭୁବନେଶ୍ବରର ଜନତା ମଇଦାନରେ ଗତକାଲି ଠାରୁ ଆରମ୍ଭ ହୋଇଥିବା ଏହି ଦୁଇ ଦିନିଆ … Read More
