ଭାରତୀୟ ନୌସେନାରେ ହନିଟ୍ରାପ୍ ଆଶଙ୍କା: ସନ୍ଦେହ ଘେରରେ୧୩ ଯବାନ
ନୂଆଦିଲ୍ଲୀ: ପାକିସ୍ତାନର ଗୁପ୍ତଚର ନେଟୱାର୍କ ସର୍ବଦା ଜାତୀୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବିପଦ ସୃଷ୍ଟି କରିଆସିଛି । ସୈନିକମାନଙ୍କଠାରୁ ହନିଟ୍ରାପ୍ କରି ସମ୍ବେଦନଶୀଳ ସୂଚନା ହାସଲ କରୁଥିବା ପାକିସ୍ତାନୀ ନେଟୱାର୍କର ପର୍ଦ୍ଦାଫାସ କରିବା ପାଇଁ ଅପରେସନ୍ ଫାୟାରୱାଲ୍-୨୦୨୬ ଆରମ୍ଭ କରାଯାଇଛି । … Read More
