ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ ପାଳନ ଅବସରରେ ଭିଡିଓ କନଫରେନ୍ସ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ଟ୍ରେନର ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ ଏକ୍ସପ୍ରେସ … Read More
