ଆଗାମୀ ୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି ଆଲର୍ଟ ଜାରି
ଭୁବନେଶ୍ବର: ରାଜ୍ୟରେ ଏବେ ଶୀତର ଲହରି ଟିକେ କମିଛି । କିଛି କିଛି ସ୍ଥାନରେ କୁହୁଡି ଦେଖାଦେବା ବେଳେ ଶୀତ ପ୍ରାୟ କମ୍ ଅନୂଭୂତ ହେଉଛି । ଏଥିପାଇଁ ଆଗାମୀ ୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି ଆଲର୍ଟ ଜାରି … Read More
ଭୁବନେଶ୍ବର: ରାଜ୍ୟରେ ଏବେ ଶୀତର ଲହରି ଟିକେ କମିଛି । କିଛି କିଛି ସ୍ଥାନରେ କୁହୁଡି ଦେଖାଦେବା ବେଳେ ଶୀତ ପ୍ରାୟ କମ୍ ଅନୂଭୂତ ହେଉଛି । ଏଥିପାଇଁ ଆଗାମୀ ୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି ଆଲର୍ଟ ଜାରି … Read More
ଭୁବନେଶ୍ୱର: କୋରାପୁଟ ଜିଲ୍ଲାର କୋଟପାଡ଼ର ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ସ୍ୱର୍ଗତ ନାୟକ ଜଣେ ଦକ୍ଷ ସଂଗଠକ, ସମାଜସେବୀ … Read More
ସଡ଼କ ଦୁର୍ଘଟଣାର ଶିକାର ହେଲେ ଏଣିକି ଆହତମାନଙ୍କୁ ମିଳିବ ମାଗଣା ଚିକିତ୍ସା। ନିଜେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏହି ବଡ଼ ଘୋଷଣା କରିଛନ୍ତି। ସାରା ଦେଶରେ ସଡ଼କ ଦୁର୍ଘଟଣା ପୀଡ଼ିତଙ୍କୁ କ୍ୟାଶଲେସ୍ ଚିକିତ୍ସା ପାଇଁ ମାର୍ଚ୍ଚ … Read More
ମାଲକାନଗିରି : କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି । କାନ୍ଥ ଭାଙ୍ଗି ମୋବାଇଲ ଦୋକାନରୁ କୋଟିଏରୁ ଉର୍ଦ୍ଧ ଟଙ୍କାର ମୋବାଇଲ ଫୋନ ଲୁଟି ନେଲେ ଦୁର୍ବୃତ୍ତ । ମାଲକାନଗିରି ଜିଲ୍ଲାର ସବୁ ଠାରୁ ବଡ ମୋବାଇଲ ଦୋକାନ ଭିତରୁ ପ୍ରାୟ ଦେଢ … Read More
ଭୁବନେଶ୍ଵର: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍ । ଢେଙ୍କାନାଳ, ହିନ୍ଦୋଳ ଓ ଭୁବନେଶ୍ବରରେ ରେଡ୍ କରୁଛି ଇଡି । ରତ୍ନାକରଙ୍କ ଢେଙ୍କାନାଳ ଘର ଓ ଫାର୍ମହାଉସରେ ଇଡିର ଚଢାଉ ଜାରି ରହିଛି । ହିନ୍ଦୋଳ ସ୍ଥିତ ବ୍ୟବସାୟିକ … Read More
ଭୁବନେଶ୍ୱର/ ବାରିପଦା: ବାଘୁଣୀ ‘ଜୀନତ୍’ ଓ ‘ଯମୁନା’ ଓଡ଼ିଶାରେ ଅଛନ୍ତି। ଯମୁନା ପଶ୍ଚିମବଙ୍ଗ ଯିବା ଏକ ଗୁଜବ ବୋଲି କହିଛନ୍ତି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ। ସେ କହିଛନ୍ତି, ‘ଜୀନତ୍’ ଓ ଯମୁନା ଶିମିଳିପାଳ ଜଙ୍ଗଲରେ ବୁଲୁଛନ୍ତି। … Read More
ଦିଲ୍ଲୀ ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ପକ୍ଷରୁ କଂଗ୍ରେସକୁ ଲାଗିଛି ଆଉ ଏକ ଝଟକା। ଅଖିଲେଶ ଯାଦବଙ୍କ ସମାଜବାଦୀ ପାର୍ଟି ପରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ଫେବୃଆରୀ ୫ରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ପାଇଁ ଆମ୍ ଆଦମୀ ପାର୍ଟିକୁ ଏହାର … Read More
ବ୍ରହ୍ମପୁର: ସମସ୍ତ ମାମଲାରେ ଦୋଷମୁକ୍ତ ହେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ । ଆଜି ୩ଟି ମାମଲାରୁ ତାଙ୍କୁ ଦୋଷମୁକ୍ତ କରିଛନ୍ତି ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ କୋର୍ଟ । ଟାଟାରେ ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ ନିର୍ଦ୍ଦୋଷ … Read More
ଭୁବନେଶ୍ୱର: ବର୍ବରତାର ସୀମା ଟପିଲେ ASI । ପ୍ଲାଟଫର୍ମରେ ଯୁବତୀଙ୍କୁ ଏକା ପାଇଁ ସାଥିରେ ନେଇ ଦୁଷ୍କର୍ମ କରିବାକୁ ଚେଷ୍ଟା କରିଥିଲେ ଏଏସଆଇ । ସୁରକ୍ଷା ସ୍ଥାନରେ ଅସୁରକ୍ଷିତ ହୋଇଗଲେ ଯୁବତୀ । ସାହାଯ୍ୟ କରିବା ବାହାନାରେ ଘରେ କବାଟ ଦେଇ କଲେ … Read More
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ଭୁବନେଶ୍ବର, କଟକ, ପୁରୀ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ୯ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ନେଇ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି … Read More